Posted inଜାତୀୟ

ଦେଶରେ ୧୫୦ କୋଟି ଟପିଲା ଟିକାକରଣ

ନୂଆଦିଲ୍ଲୀ,୭।୧: ଭାରତରେ କୋଭିଡ୍‌ ଟିକାକରଣ ଶୁକ୍ରବାର ୧୫୦ କୋଟି ଡୋଜ୍‌ ଅତିକ୍ରମ କରିଛି। ଏହା ଏକ ଐତିହାସିକ ସଫଳତା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କୋଲକାତାରେ ଚିତ୍ତରଞ୍ଜନ ନ୍ୟାଶନାଲ କ୍ୟାନସର ଇନ୍‌ଷ୍ଟିଚ୍ୟୁଟ୍‌ (ସିଏନ୍‌ସିଆଇ)ର ଦ୍ୱିତୀୟ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୨୨ ବର୍ଷ ଆମେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ ସହ ଆରମ୍ଭ କରିଥିଲୁ। ୫ ଦିନ ମଧ୍ୟରେ ୧.୫ କୋଟିରୁ ଅଧିକ ପିଲା କୋଭିଡ୍‌ ଟିକା ନେଲେଣି। ସାବାଳକ ଜନସଂଖ୍ୟାର ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ପ୍ରଥମ ଡୋଜ୍‌ ଟିକା ନେଇଛନ୍ତି। କୋଭିଡ୍‌ ପରୀକ୍ଷାଠାରୁ ଟିକାକରଣ ପଯ୍ରନ୍ତ କୋଭିଡ୍‌ ମହାମାରୀ ବିରୋଧୀ ଲଢ଼େଇରେ ଭାରତ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri