ବିଶ୍ୱକପରେ ଭାରତ ଜିତିଲେ ବିସିସିଆଇ କମେଇବ ଏତିକି କୋଟି ଟଙ୍କା

ନୂଆଦିଲ୍ଲୀ,୧୭।୧୧: ଆଇସିସି କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହେବାକୁ ଯାଉଛି। ଫାଇନାଲ ମ୍ୟାଚରେ ଅହମ୍ମଦବାଦର ନରେନ୍ଦ୍ରମୋଦି ଷ୍ଟାଡିୟମରେ ଅଷ୍ଟ୍ରେଲିଆକୁ ଭେଟିବାକୁ ଯାଉଛି ଭାରତ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଟିମ୍‌ ସେମି ଫାଇନାଲରେ ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇ ସାରିଛି। ଏବେ ଟିମ୍‌ ଇଣ୍ଡିଆର ଜବରଦସ୍ତ ଖେଳାଳୀ ବିରାଟ କୋହଲି, ଶୁଭମନ ଗିଲ, ମହମ୍ମଦ ଶାମି, ସୂର୍ଯ୍ୟ କୁମାର ଓ ଅନ୍ୟ ପାଓ୍ବାର ପ୍ୟାକ୍‌ ଖେଳାଳୀଙ୍କୁ ନେଇ ଭାରତ ଫାଇନାଲରେ ଏଣ୍ଟ୍ରି କରିସାରିଛି। ସମୟ ଆସିଛି ୨୦୦୩ରେ ହୋଇଥିବା ପରାଜୟର ମିଠା ପ୍ରତିଶୋଧ ଅଷ୍ଟ୍ରେଲିଆ ଠାରୁ ନିଆଯିବ।
ତେବେ ଟିମ ଇଣ୍ଡିଆ ଓ୍ବାଲର୍‌ଡକପ ଜିତିଲେ ବିସିସିଆଇ ୪୦ଲକ୍ଷ ଡଲାର(୩୩.୨୫କୋଟି ଟଙ୍କା) ପୁରସ୍କାର ପାଇବ। ଏହାପରେ ବିସିସିଆଇ ଏହାକୁ ଓ୍ବାଲର୍‌ଡକପ ଖେଳୁଥିବା ଟିମ୍‌, ଖେଳାଳୀ ଓ କୋଚଙ୍କ ମଧ୍ୟରେ ଭାଗବଣ୍ଟା କରିବ। ବିସିସିଆଇ କେବଳ ଏଥିରୁ ନୁହେଁ ସ୍ପନ୍ସରସିପ, ଟିକେଟ୍‌ ବିକ୍ରି ଓ ଟିଭି-ଡିଜିଟାଲ ରାଇଟରୁ ମଧ୍ୟ ଟଙ୍କା କମେଇବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri