Posted inଜାତୀୟ

ଟ୍ୟାଙ୍କ ବିଧ୍ୱଂସକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ପୋଖରାନ,୧୨ ।୧୨: ରାଜସ୍ଥାନର ପୋଖରାନ ଫାୟରିଂ ରେଞ୍ଜରୁ ଶନିବାର ଦେଶରେ ବିକଶିତ ଓ ହେଲିକପ୍ଟରରୁ ଲକ୍ଷ୍ୟ ଭେଦ କରୁଥିବା ଟ୍ୟାଙ୍କ ବିଧ୍ୱଂସକ ମିଜାଇଲର ସଫଳ ପରୀକ୍ଷଣ କରିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଡିଆର୍‌ଡିଓ ଦ୍ୱାରା ବିକଶିତ ତଥା ବାୟୁସେନା ଦ୍ୱାରା ପରୀକ୍ଷା କରାଯାଇଥିବା ଟ୍ୟାଙ୍କ ବିଧ୍ୱଂସକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି । ଅତ୍ୟାଧୁନିକ ଟେକନିକରେ ଭରପୁର ଏହି କ୍ଷେପଣାସ୍ତ୍ର ବାୟୁସେନା ପାଇଁ ବିକଶିତ କରାଯାଇଛି । ଏହି କ୍ଷେପଣାସ୍ତ୍ର ୧୦ କିଲୋମିଟର ପଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ । ଏହାଦ୍ୱାରା ବାୟୁସେନାର ଶକ୍ତି ବୃଦ୍ଧି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ୍‌: ଭଡାଟିଆଙ୍କୁ ଭଡା ମାଗିଲେ ଜେଲ୍‌ ଯିବେ ଘର ମାଲିକ

ନଏଡା,୨୮।୩: ସାରା ଦେଶରେ କରୋନା ଯୋଗୁ ଲକ୍‌ଡାଉନ୍‌ ରହିଛି। ଏଥିଯୋଗୁ ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ କେତେକ ନିଜର ଜୀବିକା ମଧ୍ୟ...

ମାନବ ସମାଜ ଉପରେ ଆସିଛି ମହାମାରୀ ସଙ୍କଟ, ତେବେ ବି ଭାରତ ଆତ୍ମନିର୍ଭରଶୀଳ, କହିଲେ ମୋଦି…

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିରେ ଏହି ଯୋଜନାର...

ଆମକୁ ‘ଗୁଜରାଟର ଗଧ’ କହୁଥିଲେ: ମୋଦି

ନୂଆଦିଲ୍ଲୀ,୧୦ା୨: ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ୫ ବର୍ଷ ତଳର କଟାକ୍ଷକୁ ଏ ଯାଏ ଭୁଲି...

ଗୁଜରାଟ ସୀମାରେ ଚାଇନା ଯୁଦ୍ଧ ବିମାନ

ଅହମଦାବାଦ୍‌,୮।୧୨: ଗୁଜରାଟ ସୀମାରେ ଚାଇନା ଯୁଦ୍ଧ ବିମାନ ଠୁଳ କରିବା ସହିତ ସୈନ୍ୟ ବାହିନୀଙ୍କ ସଂଖ୍ୟା ବଢ଼ାଇଛି। ପାକିସ୍ତାନ ସହିତ ଚାଇନା ମିଳିତ ଭାବେ ସୈନ୍ୟ...

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ...

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ...

କୋର୍ଟରେ ହାଜର ନ ହେଲେ ଖାରଜ ହେବ ସଲମାନଙ୍କ ଜାମିନ

ଯୋଧପୁର,୪।୭: କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍‌ ଅଭିନେତା ସଲମାନ ଖାଁ ଯଦି ପରବର୍ତ୍ତି ଶୁଣାଣିରେ କୋର୍ଟରେ ହାଜର ନ ହୁଅନ୍ତି ତେବେ ତାଙ୍କ ଜାମିନ...

ଭାରତୀୟ ସେନାରେ ନାରୀଶକ୍ତି: ଶହେ ଯବାନ ପଦବୀ ପାଇଁ ଆବେଦନ କଲେ ୨ ଲକ୍ଷ ମହିଳା

ନୂଆଦିଲ୍ଲୀ,୪।୭: ଭାରତୀୟ ସେନାରେ ମହିଳାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି। ଏବେ ସେନାର ଶହେଟି ଯବାନ ପଦବୀ ପାଇଁ ଅନ୍‌ଲାଇନ୍‌ରେ ୨ ଲକ୍ଷରୁ ଅଧିକ ମହିଳା ଆବେଦନ...

Advertisement
Archives

Model This Week