୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍‌ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ ଉତ୍‌କ୍ଷେପଣ କରାଯାଇଥିଲା।

୫ରୁ ୮ ହଜାର କି.ମି. ରେଞ୍ଜ ଭିତରେ ଶତ୍ରୁର ମିସାଇଲକୁ ଧ୍ୱଂସ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ର ରଖିଛି। ଏହା ଅଗ୍ନି ସିରିଜ୍‌ର ସବୁଠୁ ଶକ୍ତିଶାଳୀ ଭର୍ଶନ। ଘଣ୍ଟାକୁ ପ୍ରାୟ ୩୦ ହଜାର କି.ମି. ବେଗରେ ଗତି କରିପାରୁଥିବା ଏହି କ୍ଷେପଣାସ୍ତ୍ର ୩ ସ୍ତରୀୟ ଇଞ୍ଜିନ ବିଶିଷ୍ଟ। ଏହି କ୍ଷେପଣାସ୍ତ୍ର ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ଧାରଣ କରିପାରିବ। ଏହାର ଓଜନ ୫୦ ହଜାର କି.ଗ୍ରା.। ଏହାର ଚଉଡା ୨ ମିଟର ହୋଇଥିବା ବେଳେ ଉଚ୍ଚତା ୧୭. ୫ ମିଟର। ୨୦୧୬ରେ ମଧ୍ୟ ଏହାର ସଫଳ ପରୀକ୍ଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri