‘ଇଣ୍ଡିଆ: ଦ ମୋଦି କୋଶ୍ଚିନ୍‌’ ମିଥ୍ୟା ଉପରେ ଆଧାରିତ

ନୂଆଦିଲ୍ଲୀ,୧୧।୫:ଫିଲ୍ମ ଦ କେରଲା ଷ୍ଟୋରି ନେଇ ବିବାଦ ଥମିବାର ନାଁ ନେଉନାହିଁ। ସୁଦୀପ୍ତୋ ସେନଙ୍କ୍‌ ନିର୍ଦ୍ଦେଶିତ ଏହି ଫିଲ୍ମରେ କେରଳର ହିନ୍ଦୁମାନଙ୍କର କାହାଣୀ ଅଛି ଯେଉଁମାନଙ୍କର ଧର୍ମ ପରିବର୍ତ୍ତନ କରି ଆଇଏସଆଇଏସ୍‌ରେ ଯୋଗ ଦେବାକୁ ସିରିଆକୁ ନିଆଯାଇଥିଲେ। ଏହି ଫିଲ୍ମକୁ କେତେକ ରାଜ୍ୟରେ ନିଷେଧ କରାଯାଇଛି ଏବଂ କେତେକ ସ୍ଥାନରେ ଏହାକୁ ଟିକସମୁକ୍ତ କରାଯାଇଛି। ବର୍ତ୍ତମାନ ଏହି ସମୟରେ ବ୍ରିଟିଶ ବ୍ରଡକାଷ୍ଟିଂ କର୍ପୋରେସନ (ବିବିସି) ନ୍ୟୁଜର ଏକ ଟୁଇଟ୍‌ର ସ୍କ୍ରିନସଟ୍‌ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଏହି ଟୁଇଟ୍‌ରେ କୁହାଯାଇଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ରିଲିଜ୍‌ ହୋଇଥିବା ବିବାଦୀୟ ଡକ୍ୟୁମେଣ୍ଟାରୀ ‘ଇଣ୍ଡିଆ: ଦ ମୋଦି କୋଶ୍ଚିନ୍‌’ ମିଥ୍ୟା ଉପରେ ଆଧାରିତ।
କେବଳ ଏତିକି ନୁହେଁ, ଏହି ଟୁଇଟରେ ଲୋକଙ୍କୁ ନିକଟରେ ରିଲିଜ ହୋଇଥିବା ଫିଲ୍ମ କେରଲା ଷ୍ଟୋରିକୁ ଦେଖିବା ପାଇଁ ଉତ୍ସାହିତ କରିଛି ଏବଂ ଏହା ଫିଲ୍ମଟି ବାସ୍ତବ ଘଟଣା ଉପରେ ଆଧାରିତ ବୋଲି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri