Posted inଜାତୀୟ

୨୦୨୫ ସୁଦ୍ଧା ୪ର୍ଥ ବୃହତ୍‌ ଅର୍ଥବ୍ୟବସ୍ଥା ହେବ ଭାରତ:ନୀତି ଆୟୋଗର ପୂର୍ବତନ ସିଇଓଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୨ା୫:ଭାରତ ୨୦୨୫ ସୁଦ୍ଧା ଜାପାନକୁ ଟପି ବିଶ୍ୱର ଚତୁର୍ଥ ବୃହତ୍‌ ଅର୍ଥ ବ୍ୟବସ୍ଥାରେ ପରିଣତ ହେବ ବୋଲି ନୀତି ଆୟୋଗର ପୂର୍ବତନ ସିଇଓ ଅମିତାଭ କାନ୍ତ ପୂର୍ବାନୁମାନ କରିଛନ୍ତି। ଭାରତର ଜି-୨୦ ଶେର୍ପା ଥିବା ଅମିତାଭ ବିଭିନ୍ନ ସକାରାତ୍ମକ ମାକ୍ରୋ ଅର୍ଥନୀତି ସୂଚକାଙ୍କ ଆଧାରରେ ଏହା କହିଛନ୍ତି। ବିଶ୍ୱ ଅର୍ଥନୀତିରେ ଆମେରିକା, ଚାଇନା, ଜର୍ମାନୀ ଓ ଜାପାନ ପରେ ଭାରତ ଏବେ ପଞ୍ଚମ ସ୍ଥାନରେ ରହିଛି। ୨୦୨୨ରେ ଏହା ବ୍ରିଟେନ୍‌ ଅର୍ଥନୀତିକୁ ପଛରେ ପକାଇଥିଲା।
ଭାରତର ଆର୍ଥତ୍କ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଆସିଛି। ୧୦ ବର୍ଷ ପୂର୍ବେ ଭାରତର ଜିଡିପି ୧୧ତମ ସ୍ଥାନରେ ରହିଥିଲା। ଏବେ ଦେଶର ଜିଡିପି ପରିମାଣ ୩.୭ ଟ୍ରିଲିୟନ ଡଲାରରେ ପହଞ୍ଚତ୍ଛି। ୨୦୧୩ରେ ଭାରତ ୫ କମ୍‌ଜୋର ଅର୍ଥ ବ୍ୟବସ୍ଥା ମଧ୍ୟରେ ଥିଲାବେଳେ ୨୦୨୪ରେ ଏହା ଶୀର୍ଷ ୫ ଅର୍ଥନୀତି ମଧ୍ୟରେ ରହିଛି। ରେକର୍ଡ ପରିମାଣର ଜିଏସ୍‌ଟି ସଂଗ୍ରହ, ଗତ ୩ଟି ତ୍ରୈମାସିକରେ ୮ ପ୍ରତିଶତରୁ ଅଧିକ ଜିଡିପି ଅଭିବୃଦ୍ଧି, ୨୭ଟି ଦେଶ ସହ ଭାରତୀୟ ମୁଦ୍ରାରେ କାରବାର ଏବଂ ଦେଶର ମୁଦ୍ରାସ୍ଫୀତି ସ୍ତର ନିୟନ୍ତ୍ରଣାଯୋଗ୍ୟ ସ୍ତରରେ ରହିଥିବାରୁ ଏହି ସଫଳତା ମିଳିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri