ଭାରତ ପାଲଟିବ ବିଶ୍ୱସ୍ତରୀୟ ଗେମିଂ ହବ…

ନୂଆଦିଲ୍ଲୀ,୨୯।୧୨ : ଭାରତକୁ ଏକ ବିଶ୍ୱ ଗେମିଂ ହବ କରିବା ପାଇଁ ସହଜ ବ୍ୟବସ୍ଥା ଉପରେ ଯୋଜନା ଜାରି ରହିଛି। ଖେଳ କାର୍ଯ୍ୟକଳାପରୁ ହୋଇଥିବା ଆୟରୁ ଖର୍ଚ୍ଚ ଏବଂ କ୍ଷତି ଅଫସେଟ କରିବା ବ୍ୟବସ୍ଥା ବନ୍ଦ କରାଯିବା ନେଇ ଚର୍ଚ୍ଚା ହେଉଛି। ନିୟନ୍ତ୍ରିତ ପ୍ଲାଟଫର୍ମରେ ୩୦ ପ୍ରତିଶତ ଆୟକରର ଉଚ୍ଚ ହାର ବିଦେଶୀ ପ୍ଲାଟଫର୍ମକୁ ରାସ୍ତା ଦେଉଛି ଯାହା ଘରୋଇ କମ୍ପାନୀଗୁଡିକୁ ବିପଦରେ ପକାଉଛି।

ଏହି କାରଣରୁ ସରକାର ମଧ୍ୟ ଟିକସ ହରାଉଛନ୍ତି। କମ୍ପାନୀଗୁଡିକରେ ଅନୁଶାସନ ପାଇଁ ଟିକସ ସଠିକ ସମାଧାନ ନୁହେଁ, ବରଂ ଟେକ୍ନୋଲୋଜିର ଉତ୍ତମ ବ୍ୟବହାର ଆବଶ୍ୟକ ବୋଲି ସ୍ବାଧୀନ ଥିଙ୍କ ଟ୍ୟାଙ୍କ ଥିଙ୍କ ଚେଞ୍ଜ ଫୋରମ (ଟିସିଏଫ) ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ବିଶେଷଜ୍ଞମାନେ କହିଛନ୍ତି।

ସରକାରଙ୍କ ଦ୍ୱାରା ଗଠିତ ଏକ ଆନିମେଶନ, ଭିଜୁଆଲ ଇଫେକ୍ଟସ, ଗେମିଂ ଏବଂ କମିକ୍ସ (ଏଭିଜିସି) ପ୍ରମୋଶନ ଟାସ୍କ ଫୋର୍ସ ରିପୋର୍ଟରେ ଏହି କ୍ଷେତ୍ରର ବିକାଶ ପାଇଁ ବଜେଟରେ ବ୍ୟବସ୍ଥା କରିବାକୁ କୁହାଯାଇଛି। ଭାରତରେ, ଅନଲାଇନ ସ୍କିଲ ଆଧାରିତ ଖେଳ (ଓଏସଜି) ହେଉଛି ୨.୫ ବିଲିୟନ ଡଲାରର ଶିଳ୍ପ। ରାଜସ୍ବ ଦୃଷ୍ଟିରୁ ଏହା ୨୦୩୦ ସୁଦ୍ଧା ୨୦ବିଲିୟନ ଡ଼ଲାରରେ ପହଞ୍ଚିବ ବୋଲି ଆଶା କରାଯାଉଛି। ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ରୋହନ ଶାହାଙ୍କ କହିବାନୁସାରେ, ଲଟେରୀ ଭଳି ପ୍ରତିଯୋଗିତା ଜିତିବା ପରିବର୍ତ୍ତେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଅନ୍ୟମାନଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା ହେଉଥିବା ଗେମିଂକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri