Posted inଜାତୀୟ

ମାର୍ଚ୍ଚରୁ ୧୨ରୁ ୧୪ ବର୍ଗଙ୍କୁ ଟିକା

ନୂଆଦିଲ୍ଲୀ,୧୭।୧: ଆସନ୍ତା ମାର୍ଚ୍ଚରୁ ଦେଶରେ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଏ ନେଇ କୋଭିଡ୍‌-୧୯ ଓ୍ବାର୍କିଂ ଗ୍ରୁପ୍‌ ଅଧ୍ୟକ୍ଷ ଡ. ଏନ୍‌.କେ ଆରୋରା ସୂଚନା ଦେଇଛନ୍ତି। ”ମାର୍ଚ୍ଚ ଶେଷ ସୁଦ୍ଧା ୧୫ରୁ ୧୮ ବୟସ ବର୍ଗଙ୍କୁ ଟିକାକରଣ ପ୍ରକ୍ରିୟା ଶେଷ ହୋଇଯିବ ବୋଲି ଆଶା କରାଯାଉଛି। ତା’ପରେ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କ ପାଇଁ ଟିକାକରଣ ବ୍ୟବସ୍ଥା କରାଯିବ“ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଆମେରିକା ଉପରେ ବଡ଼ ଅଭିଯୋଗ ଆଣିଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri