Advertisement
Posted inଖେଳ

ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ୍‌ ଲାଇନ-ଅପ୍‌ ଚୂଡାନ୍ତ: ଜାଣନ୍ତୁ କାହାକୁ ଭେଟିବ ଭାରତ

ମେଲବୋର୍ନ,୬।୧୧: ଜିମ୍ବାୱେ ବିପକ୍ଷରେ ଭାରତର ବିଜୟ ସହିତ ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲ ଲାଇନଅପ ଚୂଡାନ୍ତ ହୋଇଛି। ଭାରତୀୟ ଦଳ ସୁପର-୧୨ରେ ୪ଟି ମ୍ୟାଚ ଜିତି ଗ୍ରୁପ-୨ରେ ପ୍ରଥମ ସ୍ଥାନରେ ରହିଛି। ଏହି ଗ୍ରୁପରେ ପାକିସ୍ତାନ ଦଳ ୩ଟି ବିଜୟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଏହିପରି, ଭାରତ ଏବଂ ପାକିସ୍ତାନ ଗ୍ରୁପ ୨ ରୁ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗ୍ରୁପ ୧ରୁ ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ସେମିଫାଇନାଲରେ ପ୍ରବେଶ କରିଛନ୍ତି।
ରବିବାର ଟି-୨୦ ବିଶ୍ୱକପରେ ୩ଟି ମ୍ୟାଚ ହୋଇଥିଲା। ପ୍ରଥମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ନେଦରଲାଣ୍ଡଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ପରେ ପାକିସ୍ତାନ ସହଜରେ ବାଂଲାଦେଶକୁ ପରାସ୍ତ କରିଥିଲା। ଦିନର ତୃତୀୟ ମ୍ୟାଚ୍‌ରେ ଭାରତ ଜିମ୍ବାୱେକୁ ବିପୁଳ ବ୍ୟବଧାନରେ ପରାସ୍ତ କରିଛି। ଏହା ସହ ଭାରତ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ସେମିଫାଇନାଲ ଖେଳିବେ।
ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ ନଭେମ୍ବର ୯ରେ ସିଡନୀରେ ଖେଳଯିବ। ଦ୍ୱିତୀୟ ସେମିଫାଇନାଲ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ନଭେମ୍ବର ୧୦ରେ ଆଡିଲେଡରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ସ୍ବସ୍ତିଙ୍କୁ ଆଉ ଏକ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୬ା୧(କ୍ରୀଡ଼ା ପ୍ରତିନିଧି)-  ଜଣେ ଓଡ଼ିଆ ଖେଳାଳି କୌଣସି ଗୋଟିଏ ଜାତୀୟ ପ୍ରତିଯୋଗିତାରେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତିବା ନିଶ୍ଚିତ କଷ୍ଟକର...

ମ୍ୟାଚ୍‌ ଛଡ଼ାଇ ନେଲେ ନିଶାମ, ଫିଲିପ୍ସ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶାକୁ ଧକ୍କା ଲାଗିଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ନାମ୍ବିଆକୁ ୫୨ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ।...

ପାକିସ୍ତାନ ପେସରଙ୍କ ବୋଲିଂ ଉପରେ ଉଠିଲା ପ୍ରଶ୍ନ

ମେଲବୋର୍ନ,୧୯।୧: ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ଖେଳିଥିବା ପାକିସ୍ତାନ ପେସର ମହମ୍ମଦ ହାସନେନଙ୍କ ବୋଲିଂ ଆକଶନ ଉପରେ ପ୍ରଶ୍ନ ଉଠାଇଛନ୍ତି ଜଣେ ଅମ୍ପାୟର। ୨୧...

ଧନଲକ୍ଷ୍ମୀଙ୍କ ଡୋପ୍‌ ଟେଷ୍ଟ ପଜିଟିଭ୍‌, କମନୱେଲଥ ଗେମ୍ସ ପୂର୍ବରୁ ଭାରତକୁ ଝଟ୍‌କା…

ନୂଆଦିଲ୍ଲୀ,୨୦।୭ : ବର୍ମିଂହାମରେ ଖେଳାଯିବାକୁ ଥିବା କମନୱେଲଥ ଗେମ୍ସ ଆରମ୍ଭ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଷ୍ଟାର ସ୍ପ୍ରିଣ୍ଟର ଧନଲକ୍ଷ୍ମୀଙ୍କ ଡୋପ୍‌...

ବାୟୋ ବବଲ୍‌ ଚ୍ୟାଲେଞ୍ଜ: ବିଦେଶୀଙ୍କ ତୁଳନାରେ ଭାରତୀୟ ଖେଳାଳି ଅଧିକ ସହନଶୀଳ: ଗାଙ୍ଗୁଲି

କୋଲକାତା,୭।୪(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାୟୋ ବବଲ୍‌ (ଜୈବ ସୁରକ୍ଷିତ ପରିବେଶ)କୁ ନେଇ ଏକ...

କମଲପ୍ରୀତ୍‌ ୬ଷ୍ଠ ସ୍ଥାନରେ ରହିଲେ

ଟୋକିଓ, ୩ା୮ (ପି.ଟି.)-ପ୍ରଥମ ଥର ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଡିସ୍‌କସ୍‌ ଥ୍ରୋୟର କମଲପ୍ରୀତ୍‌ କୌର ୬ଷ୍ଠ ସ୍ଥାନ ଅଧିକାର କରିଛନ୍ତି। ସୋମବାର ବର୍ଷାରେ ବାଧାପ୍ରାପ୍ତ...

ବଲବୀର ସିଂଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କୋହଲି

ଚଣ୍ଡୀଗଡ,୨୫।୫: କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବଲବୀର ସିଂଙ୍କ...

ଭାରତର ସିରିଜ୍‌ ସୁଇପ୍‌

ହରାରେ,୨୩ା୮: ଓପ୍‌ନର ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ୍‌ ଜିତିବା ସହ...

Advertisement
Archives

Model This Week