Posted inଖେଳ

ଆଇପିଏଲ୍‌ ପରେ ଦକ୍ଷିଣ ଆଫ୍ରିକା ସହ ଟି୨୦ ସିରିଜ୍‌

ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣ ଶେଷ ହେବାର ତୁରନ୍ତ ପରେ ଦକ୍ଷିଣ ଆଫ୍ରିକା ସହ ଏକ ଦ୍ୱିପାକ୍ଷିକ ଟି୨୦ ସିରିଜ୍‌ ଖେଳିବ। ଏହି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଜୁନରେ ଖେଳାଯିବ। ୧୦ ଦିନିଆ ସିରିଜ୍‌ ପରେ ଇଂଲଣ୍ଡ ଗସ୍ତ କରିବ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ସେଠାରେ ଏକ ଅସମାପ୍ତ ଟେଷ୍ଟ ଓ ୬ଟି ସୀମିତ ଓଭର ମ୍ୟାଚ୍‌ ଖେଳାଯିବ।

ଆଗାମୀ ଆଇପିଏଲ୍‌ ମାର୍ଚ୍ଚ ୨୬ରୁ ମେ’ ୨୯ ପର୍ଯ୍ୟନ୍ତ ମୁମ୍ବାଇ ଏବଂ ପୁଣେରେ ଅନୁଷ୍ଠିତ ହେବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘୋଷଣା କରି ସାରିଛି। ଏହାର ୧୦ ଦିନ ମଧ୍ୟରେ ଅର୍ଥାତ ଜୁନ ୯ରୁ ୧୯ ମଧ୍ୟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ଖେଳାଯିବ। କେଉଁ କେଉଁ ଭେନ୍ୟୁରେ ମ୍ୟାଚ୍‌ ଅନୁଷ୍ଠିତ ହେବ ସେ ନେଇ ବିସିସିଆଇ କୌଣସି ସ୍ପଷ୍ଟି କରଣ ଦେଇନାହିଁ। କିନ୍ତୁ କଟକକୁ ସିରିଜ୍‌ର ଗୋଟିଏ ମ୍ୟାଚ୍‌ ଆୟୋଜନ କରିବାର ସୁଯୋଗ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଦିନିକିଆରେ ଜିମ୍ବାଓ୍ବେକୁ ହରାଇଲା ଆୟର୍ଲାଣ୍ଡ

ବ୍ରେଡି (ଆୟର୍ଲାଣ୍ଡ), ୨।୭- ସୀମିତ ଓଭର ସିରିଜ ଖେଳିବା ଲାଗି ଆୟର୍ଲାଣ୍ଡ ଗସ୍ତରେ ଯାଇଥିବା ଜିମ୍ବାଓ୍ବେ କ୍ରିକେଟ୍‌ ଦଳ ପରାଜୟରୁ ଏହାର ଅଭିଯାନ ଆରମ୍ଭ କରିଛି।...

ନଟରାଜନଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର

ନୂଆଦିଲ୍ଲୀ, ୨୮ା୪ (ପି.ଟି.)- ଭାରତର ୟର୍କର ସେନ୍‌ସେସନ ଟି. ନଟରାଜନଙ୍କ ଆଣ୍ଠୁରେ ମଙ୍ଗଳବାର ସଫଳ ଅସ୍ତ୍ରୋପଚାର ହୋଇଛି। ଚଳିତବର୍ଷ ପ୍ରଥମ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ ବେଳେ...

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷିତ; ଶୁବମନ ନୂଆ ମୁହଁ

ନୂଆଦିଲ୍ଲୀ,୧୩।୯(ପି.ଟି.)- ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଭାରତୀୟ ଟେଷ୍ଟ ଦଳ ଘୋଷଣା ହୋଇଛି। ଦଳରେ ଏକାଧିକ ଅଦଳବଦଳ କରାଯାଇି। ଖରାପ୍‌ ଫର୍ମ ପାଇଁ...

ଶସ୍ତାରେ ଚାଲିଗଲେ କୋହଲି, ଖାତା ଖୋଲିପାରିଲେନି ଡିଭିଲର୍ସ

ଆବୁ ଧାବି,୨୦।୯: ଏଠାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।...

ରୋହିତଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ମୁମ୍ବାଇ ୧୩୧/୬

ଚେନ୍ନାଇ,୨୩।୪: କିଙ୍ଗ୍ସ ପଞ୍ଜାବ ବୋଲରଙ୍କ ଘାତକ ବୋଲିଂ ଯୋଗୁ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ମାତ୍ର ୧୩୧ ରନ୍‌...

ବିରାଟ ସେନାଙ୍କ ପାଇଁ ଆଜି ଅଗ୍ନିପରୀକ୍ଷା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମଦାବାଦ,୧୮।୩: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୧୦ ସିରିଜ ଏବେ ନିର୍ଣ୍ଣାୟକ ମୋଡରେ ଅଛି। ଇଂଲଣ୍ଡ ପ୍ରଥମ ଏବଂ ତୃତୀୟ ମ୍ୟାଚ ଜିତି ସିରିଜ ଜିତିବା...

ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌କୁ ସାମୟିକ ସ୍ଥିର ରଖାଯାଇପାରେ

ନୂଆଦିଲ୍ଲୀ, ୨୬ା୩ (ପି.ଟି.): କରୋନା ଭାଇରସ୍‌ ବ୍ୟାପିବା ଆଶଙ୍କା ଯୋଗୁ ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳ ସ୍ବରୂପ ବିଶ୍ୱ ର଼୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ବର୍ତ୍ତମାନ...

ଫାଇନାଲରେ ଦୁଇ ଥର ଭାଙ୍ଗିଲା ଗୋଟିଏ ରେକର୍ଡ

ଦୁବାଇ,୧୪।୧୧: ଟି୨୦ ବିଶ୍ୱକପ୍‌ ଫାଇନାଲରେ ଗୋଟିଏ ରେକର୍ଡ ଦୁଇ ଥର ଭାଙ୍ଗିଛି। ଅଷ୍ଟ୍ରେଲିଆକୁ ପ୍ରଥମ ଟି୨୦ ବିଶ୍ୱକପ୍‌ ଆଣି ଦେଇଥିବା ମିଚେଲ ମାର୍ଶ ନ୍ୟୁଜିଲାଣ୍ଡ ବିପକ୍ଷ...

Advertisement
Archives

Model This Week