Posted inଖେଳ

ଅଲିମ୍ପିକ୍ସରେ ୮୫ ପଦକ ଇଭେଣ୍ଟରେ ଭାଗନେବ ଭାରତ

ନୂଆଦିଲ୍ଲୀ,୧୩।୭: ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସକୁ ୨୨୮ ଜଣିଆ ଦଳ ପଠାଇବ ଭାରତ। ଏଥିରେ ୧୧୯ ଆଥ୍‌ଲେଟ ରହିଥିବା ମଙ୍ଗଳବାର ସୂଚନା ଦେଇଛନ୍ତି ଭାରତୀୟ ଅଲିମ୍ପିକ୍ସ ଆସୋସିଏଶନ (ଆଇଓଏ) ମୁଖ୍ୟ ନରିନ୍ଦର ବାତ୍ରା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଲିମ୍ପିକ୍ସ ଯୋଗ୍ୟତା ପ୍ରାପ୍ତ ଆଥ୍‌ଲେଟଙ୍କ ସହ ଆଲୋଚନା ବେଳେ ବାତ୍ରା କହିଛନ୍ତି, ମୋଟ ଉପରେ ଟୋକିଓ ଅଲିମ୍ପିକ୍ସରେ ୨୨୮ ଜଣିଆ ଭାରତୀୟ ଦଳ ଭାଗନେବ। ଏଥିରେ ୫୨ ମହିଳା ଓ ୬୭ ପୁରୁଷଙ୍କୁ ମିଶାଇ ୧୧୯ ଆଥ୍‌ଲେଟ ରହିଛନ୍ତି। ଆମେ ୮୫ ପଦକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବୁ।

ଅଲିମ୍ପିକ୍ସ ମହାକୁମ୍ଭରେ ଭାଗନେବାରେ ଏହା ଭାରତର ସବୁଠୁ ବଡ଼ ଦଳ ହେବ। ଭାରତୀୟ ଦଳ ଆସନ୍ତା ୧୭ରେ ଟୋକିଓ ଗସ୍ତ କରିବ ବୋଲି ବାତ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ଦୁବାଇ,୧୨।୧୧: ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡର ଦଳ ମଧ୍ୟରେ ଟାଇଟଲ ମୁକାବିଲା ୧୪ ନଭେମ୍ବରରେ ଅନୁଷ୍ଠିତ ହେବ। ଏହାପୂର୍ବରୁ କିୱି ଦଳ ଏକ ବଡ଼ ଝଟ୍‌କା ଲାଗିଛି।...

ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌: ଗିଲଖ୍ରୀଷ୍ଟ ଚାମ୍ପିୟନ

ମେଲବୋର୍ନ,୧୩।୧୦(ପି.ଟି.)- ଏଠାରେ ଅନୁଷ୍ଠିତ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସିଙ୍ଗାପୁରର ପିଟର ଗିଲଖ୍ରୀଷ୍ଟ ଭାରତର ସୌରଭ କୋଠାରୀଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। କୋଠାରୀଙ୍କୁ ୧୩୦୭- ୯୬୭ରେ...

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗି ପାରନ୍ତି ସ୍ମିଥ

ଓଭାଲ,୧୧।୯- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଚଳିତ ଆଶେସ ସିରିଜ୍‌ରେ ଚମତ୍କାର ଫର୍ମରେ ରହିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଏପର୍ଯ୍ୟନ୍ତ ଆଶେସ ସିରିଜ୍‌ରେ ଏକ ଦ୍ୱିଶତକ...

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ...

ଟୁର୍‌ ଡି ଫ୍ରାନ୍ସ ଆରମ୍ଭ: ଅଲାଫିଲିପ୍‌ ପ୍ରଥମ ଷ୍ଟେଜ୍‌ରେ ବିଜୟୀ

ପ୍ୟାରିସ୍‌,୨୭।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ମଲ୍ଟିପଲ-ଷ୍ଟେଜ ବାଇସାଇକେଲ ରେସ୍‌ ଟୁର ଡି ଫ୍ରାନ୍ସ ଶନିବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ଚାମ୍ପିୟନ ଫ୍ରାନ୍ସର ଜୁଲିଆନ ଅଲାଫିଲିପ୍‌ ପ୍ରତିଯୋଗିତାରେ...

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ...

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ମିଳିଗଲା ଦ୍ୱିତୀୟ ଧୋନୀ

ନୂଆଦିଲ୍ଳୀ,୧୬।୧୦: ଟି-୨୦ ବିଶ୍ୱକପ ୨୦୨୨ ଆରମ୍ଭ ହୋଇଛି। ଅକ୍ଟୋବର ଏଥି ସହିତ ଟିମ ଇଣ୍ଡିଆ ୨୩ ଅକ୍ଟୋବର ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଟିମ...

Advertisement
Archives

Model This Week