Posted inଖେଳ

କ୍ଲିନ ସୁଇପ୍‌ ମୁହାଁ ଭାରତ, ଟିମ୍‌ ଇଣ୍ଡିଆର ବିଶାଳ ସ୍କୋର,ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୩୮୬…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଜାରି ରହିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆ ବିଶାଳ ସ୍କୋର କରି କ୍ଲିନ ସୁଇପ୍‌ ମୁହାଁ ହୋଇଛି।

୫୦ ଓଭରରେ ଭାରତ ୯ ଓ୍ବିକେଟ ହରାଇ ୩୮୫ ରନ କରିଛି। ଫଳରେ ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୩୮୬ ରନ ରହିଛି।

ଭାରତ ପକ୍ଷରୁ ରୋହିତ ଶର୍ମା ୮୫ ବଲରେ ୧୦୧, ଶୂଭମାନ ଗିଲ୍‌ ୭୮ ବଲରେ ୧୧୨, ହାର୍ଦ୍ଦିକ ପାଣ୍ଡ୍ୟା ୩୮ ବଲରେ ୫୪ ରନ୍‌ କରିଥିଲେ।

ଭାରତ ୩ ଟିକିଆ ଏକଦିବସୀୟରୁ ୨-୦ରେ ଆଗୁଆ ରହିଛି। ତୃତୀୟ ମ୍ୟାଚକୁ ହାତେଇବା ଲାଗି ରୋହିତ ଟିମ୍‌ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri