ଚମକାଇଲା ଓପିନିୟନ ପୋଲ, ଓଡିଶାରୁ ଭାଜପାକୁ ଏତେ ସିଟ୍‌!

ନୂଆଦିଲ୍ଲୀ,୬।୫: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ Election 2024 ତାରିଖ। ତେବେ ଆସନ୍ତା ସାଧାରଣ ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ବିପୁଳ ବିଜୟ ମିଳିପାରେ । ଏନେଇ ଏକ ସର୍ଭେରେ ଚମକାଇଦେଲା ଭଳି ରିପୋର୍ଟ ସାମ୍ନାକୁ ଆସିଛି। ଏନଡିଏକୁ ମୋଟ ୩୭୮ଟି ଆସନ ମିଳିବାର ସମ୍ଭାବନା ରହିଛି । ତା ମଧ୍ୟରୁ କେବଳ ଭାଜପାକୁ ୩୩୫ଟି ଆସନ ମିଳିପାରେ । ଅନ୍ୟପକ୍ଷରେ ଇଣ୍ଡିଆ ମେଣ୍ଟକୁ ୯୮ଟି ଆସନ ମିଳିବାର ସମ୍ଭାବନା ଅଛି ଜଣାପଡିଛି। ଏହା ମଧ୍ୟରୁ କଂଗ୍ରେସକୁ ୩୭ଟି ଆସନ ମିଳିବାର ଓ ଅନ୍ୟ ଦଳଙ୍କୁ ୬୭ଟି ଆସନ ମିଳିପାରେ । ଏକଥା ଆମେ ନୁହେଁ ଇଣ୍ଡିଆ ଟିଭି-ସିଏନଏକ୍ସ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡିଛି। ।

ସେହିପରି ଓଡ଼ିଶାର ୨୧ଟି ଆସନର ମଧ୍ୟ ଜନମତ ପ୍ରକାଶ ପାଇଛି। ଇଣ୍ଡିଆ ଟିଭି-ସିଏନଏକ୍ସର ଓପିନିୟନ ପୋଲ ଅନୁଯାୟୀ, ଓଡ଼ିଶାର ୨୧ଟି ଆସନରୁ ବିଜେଡି ୧୧ଟି ଓ ଭାଜପା ୧୦ଟି ଆସନରେ ବିଜୟୀ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?