ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର ପ୍ରାୟ ବର୍ଷେ ପରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ୍‌ ପ୍ରତିପକ୍ଷ କିର୍‌ ଷ୍ଟାର୍ମର ଏହା ଘୋଷଣା କରିଛନ୍ତି। ଜି-୭ ସମିଟ୍‌ ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଷ୍ଟାର୍ମରଙ୍କ ସହ ଆଲୋଚନା କରିଥିଲେ। ଜୁଲାଇ ୧୫ରୁ ଭାରତ-ବ୍ରିଟେନ୍‌ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ରାଜିନାମା କାର୍ଯ୍ୟକାରୀ ହେବାକୁ ଯାଉଥିବାରୁ ଏହା ୨ ଦେଶର ସମ୍ପର୍କରେ ଏକ ଐତିହାସିକ ସଫଳତା ବୋଲି ମୋଦି ସୋସିଆଲ ମିଡିଆରେ ଲେଖିଛନ୍ତି। ଏହା ଦ୍ୱିପାକ୍ଷିକ ବାଣିଜ୍ୟ ଓ ନିବେଶରେ ଉଲ୍ଲେଖନୀୟ ବୃଦ୍ଧି କରିବ ବୋଲି ସେ କହିଛନ୍ତି। ଗତବର୍ଷ ଜୁଲାଇରେ ପ୍ରଧାନମନ୍ତ୍ରୀଙ୍କ ଲଣ୍ଡନ ଗସ୍ତ ଅବସରରେ ବାଣିଜ୍ୟ ଚୁକ୍ତିନାମା ଚୂଡ଼ାନ୍ତ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?