ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଅଧ୍ୟକ୍ଷତା ସମ୍ଭାଳିବ ଭାରତ, ୫୦ ବର୍ଷରେ ପ୍ରଥମ ଥର ପାଇଁ ମିଳିଲା ସୁଯୋଗ

ନୁୟର୍କ,୨୮।୭: ସଂଯୁକ୍ତ ରାଷ୍ଟ୍ରରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ପ୍ରାୟ ୫୦ବର୍ଷ ମଧ୍ୟରେ ଏହା ପ୍ରଥମ ଥର ପାଇଁ ଭାରତ ଏହାର ଅଧ୍ୟକ୍ଷତା ହାସଲ କରିଛି। ଏହାପୂର୍ବରୁ ୧୯୭୫ରେ ଭାରତ ଏହି ଆୟୋଗର ଅଧ୍ୟକ୍ଷତା କରିଥିଲା।

ଗୁରୁବାର ଅଧ୍ୟକ୍ଷତା ଗ୍ରହଣ କରିବା ପରେ କମ୍ବୋଜ ଟୁଇଟ୍‌ କରି ଲେଖିଛନ୍ତି ଯେ ସାମାଜିକ ବିକାଶ ଆୟୋଗର ଅଧ୍ୟକ୍ଷ ହେବା ପାଇଁ ଭାରତ ଗର୍ବିତ ଅନୁଭବ କରୁଛି। ବିଶ୍ୱ ସମୁଦାୟର କଲ୍ୟାଣ ଏବଂ ସମୃଦ୍ଧତା ପାଇଁ କାର୍ଯ୍ୟ କରି ଭାରତ ଏହାର ମୂଳ ନୀତି ସହିତ ନେତୃତ୍ୱ ନେବାକୁ ପ୍ରତିଶ୍ରୁତିବଦ୍ଧ। ସଂଯୁକ୍ତ ରାଷ୍ଟ୍ରରେ ଭାରତୀୟ ମିଶନ ଏକ ବିବୃତ୍ତିରେ କହିଛି ଯେ, ରୁଚିରା କମ୍ବୋଜ ସାମାଜିକ ବିକାଶ ପ୍ରସଙ୍ଗରେ ଅନ୍ତର୍ଜାତୀୟ ସହଯୋଗକୁ ପ୍ରୋତ୍ସାହିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri