କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…

ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ ପ୍ରତିକ୍ରିୟା ରଖିଛି ଜାତିସଂଘ।

cm arvind kejriwal

ଭାରତରେ ତଥା ନିର୍ବାଚନ ହେଉଥିବା ଯେକୌଣସି ଦେଶରେ ଲୋକମାନଙ୍କ ରାଜନୈତିକ ଓ ନାଗରିକ ଅଧିକାର ସୁରକ୍ଷିତ ହେବା ଏବଂ ସମସ୍ତେ ମୁକ୍ତ ଓ ସ୍ବଚ୍ଛ ବାତାବରଣରେ ଭୋଟ ଦେବାକୁ ସକ୍ଷମ ହେବା ଆବଶ୍ୟକ ବୋଲି ଆମେ ଆଶା କରିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ଙ୍କ ମୁଖପାତ୍ର ଷ୍ଟିଫେନ୍‌ ଡୁଜାରିକ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି।

Delhi Chief Minister Arvind Kejriwal: We Hope That In India...: UN On Arvind Kejriwal's Arrest

ତେବେ ପୂର୍ବରୁ ଆମେରିକା ମଧ୍ୟ କେଜ୍‌ରିଓ୍ବାଲଙ୍କ ଗିରଫଦାରି ଓ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟ ଅଚଳକୁ ନେଇ ଅନୁରୂପ ମନ୍ତବ୍ୟ ଦେଇଥିଲା। ଏନେଇ ବୁଧବାର ଭାରତ ଆମେରିକା ଦୂତାବାସର ବରିଷ୍ଠ କୂଟନୀତିଜ୍ଞଙ୍କୁ ସମନ କରିବା ପରେ ଓ୍ବାଶିଂଟନ ସ୍ବଚ୍ଛ ଓ ଠିକ୍‌ ସମୟରେ ଆଇନଗତ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରୁଥିବା କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri