Posted inଜାତୀୟ

ନେପାଳ ନ ଯିବାକୁ ଭାରତୀୟଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୧୦ା୯: ନେପାଳରେ ହିଂସା ଏବଂ ରାଜନୈତିକ ଅସ୍ଥିରତା ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟମାନଙ୍କ ପାଇଁ ଆଡ୍‌ଭାଇଜରି ଜାରି କରାଯାଇଛି। ସ୍ଥିତିରେ ଉନ୍ନତି ନ ଆସିବା ପର୍ଯ୍ୟନ୍ତ ନେପାଳ ନ ଯିବା ପାଇଁ ଭାରତୀୟ ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସମ୍ପ୍ରତି ନେପାଳରେ ଫସିଥିବା ଭାରତୀୟ ନାଗରିକମାନେ ରାସ୍ତାକୁ ନ ବାହାରିବା ସହ ସତର୍କତା ଅବଲମ୍ବନ କରିବାକୁ ଆଡ୍‌ଭାଇଜରିରେ କୁହାଯାଇଛି। ସ୍ଥାନୀୟ ନେପାଳୀ ଅଧିକାରୀ ଓ କାଠମାଣ୍ଡୁରେ ଥିବା ଭାରତୀୟ ଦୂତାବାସର ସୁରକ୍ଷା ନିର୍ଦ୍ଦେଶକୁ ପାଳନ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ସହାୟତାର ଆବଶ୍ୟକ ହେଲେ ନେପାଳରେ ଥିବା ଭାରତୀୟ ନାଗରିକଙ୍କ ପାଇଁ ହେଲ୍‌ପ୍‌ଲାଇନ୍‌ ନମ୍ବର ମଧ୍ୟ ଜାରି କରାଯାଇଛି। ଜରୁରୀ ସ୍ଥିତିରେ +୯୭୭ – ୯୮୦ ୮୬୦ ୨୮୮୧ ଏବଂ +୯୭୭ – ୯୮୧ ୦୩୨ ୬୧୩୪ ନମ୍ବରକୁ କଲ୍‌ କରିବା ପାଇଁ ନେପାଳରେ ଥିବା ଭାରତୀୟମାନଙ୍କୁ ଆଡ୍‌ଭାଇଜରିରେ ପରାମର୍ଶ ଦିଆଯାଇଛି। ନେପାଳର ସ୍ଥିତି ଉପରେ ଭାରତର କଡ଼ା ନଜର ରହିଛି ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri