ଆମେରିକା ସହିତ ଭାରତର ଜେଟ୍‌ ଇଞ୍ଜିନ ଡିଲ୍‌କୁ ନେଇ ଚିନ୍ତାରେ ଚାଇନା

ଓ୍ବାଶିଂଟନ,୨୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ସମୟରେ ଏକ ବଡ଼ ଘୋଷଣା କରାଯାଇଥିଲା। ଯେଉଁଥିରେ ଆମେରିକୀୟ କମ୍ପାନୀ ଜିଓ ଏରୋସ୍ପେସ ହିନ୍ଦୁସ୍ତାନ ଏରୋନେଟିକାଲ ଲିମିଟେଡ (ହଲ) ସହଯୋଗରେ ଭାରତରେ ଯୁଦ୍ଧ ବିମାନ ଇଞ୍ଜିନ ତିଆରି କରିବ। ଏହି ଚୁକ୍ତି ଅନୁଯାୟୀ ଭାରତରେ ଏଫ୍‌ ୪୧୪ ଜେଟ୍‌ ଇଞ୍ଜିନ ଉତ୍ପାଦନ ହେବ । ଏହି ଚୁକ୍ତି ପରେ ଚାଇନା ଚିନ୍ତାରେ ଥିବା ଜଣାପଡିଛି। ଚାଇନା ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସରେ ଭାରତ ଏବଂ ଆମେରିକା ମଧ୍ୟରେ ବଢୁଥିବା ନିକଟତରତା ବିଷୟରେ ମଧ୍ୟ ଲେଖାଯାଇଛି, ଯେଉଁଥିରେ ଭାରତକୁ ଆମେରିକାଠାରୁ ଦୂରରେ ରହିବାକୁ ଚେତାବନୀ ଦିଆଯାଇଛି।

ହିନ୍ଦୁସ୍ତାନ ଟାଇମ୍ସ ବୈଦେଶିକ ବିଭାଗର ଜଣେ ପୂର୍ବତନ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ, ଭାରତ ଏବଂ ଆମେରିକା ମଧ୍ୟରେ ବଢୁଥିବା ସମ୍ପର୍କର ଚାଇନା ସହିତ କୌଣସି ସମ୍ପର୍କ ନାହିଁ, କିନ୍ତୁ ବେଜିଂ ଦର୍ଶାଇବାକୁ ଚେଷ୍ଟା କରୁଛି ଯେ ବିଶ୍ୱର ଦୁଇ ବୃହତ ଗଣତାନ୍ତ୍ରିକ ମଧ୍ୟରେ ସମ୍ପର୍କ ସୀମାପାର ପଡୋଶୀ ଦେଶକୁ ଟାର୍ଗେଟ କରିବା ପାଇଁ ନିର୍ମିତ ହୋଇଛି। ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ୧୯୯୦ ରେ ଆମେରିକା ସହିତ ଭାରତ ଅର୍ଥନୈତିକ ସୁଧାର କରିଥିଲା ଏବଂ ଗତ ଦୁଇ ଦଶନ୍ଧି ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ପ୍ରଯୁକ୍ତିବିଦ୍ୟା ସ୍ଥାନାନ୍ତର ପରେ ବର୍ତ୍ତମାନ ପ୍ରତିରକ୍ଷା କ୍ଷେତ୍ରରେ ସହଯୋଗ ଦିଗରେ ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri