Posted inଖେଳ

ସଚିନଙ୍କ ଆଉ ଏକ ରେକର୍ଡ ଭାଙ୍ଗିବା ଅପେକ୍ଷାରେ କୋହଲି

କାନବେରା, ୧।୧୨ : ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ରହିଛି ଏକ ବଡ଼ ରେକର୍ଡ ହାସଲ କରିବାର ସୁଯୋଗ। ବିଶ୍ୱର ଏହି ମହାନ ବ୍ୟାଟ୍ସମ୍ୟାନ ଏବେ ଅନ୍ତର୍ଜାତୀୟ ଦିନିକଆ ଫର୍ମାଟରେ ୧୨ ହାଜର ରନ୍‌ ଠାରୁ ମାତ୍ର ୨୩ ରନ୍‌ ଦୂରରେ ରହିଛନ୍ତି। ବୁଧବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ କୋହଲି ଯଦି ସେତିକି ରନ୍‌ କରିବାକୁ ସଫଳ ହୁଅନ୍ତି , ତେବେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ପୂରଣ କରିବେ ୧୨ ହଜାର ରନ୍‌। ଏହା କୋହଲିଙ୍କ ଦିନିକିଆ କ୍ୟାରିୟରର ୨୫୧ତମ ମ୍ୟାଚ୍‌ ।

 

ଏହି ରେକର୍ଡ ବର୍ତ୍ତମାନ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି। ସେ ୩୦୯ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନରେ ପହଞ୍ଚିଥିଲେ। ତାଙ୍କ ପଛକୁ ଅଷ୍ଟ୍ରେଲିଆର ରିକି ପଣ୍ଟିଂ (୩୨୩ ମ୍ୟାଚ୍‌), ଶ୍ରୀଲଙ୍କାର କୁମାର ସଙ୍ଗକାରା (୩୫୯), ସନଥ ଜୟସୁରିୟା (୩୯୦) ଓ ମହେଲା ଜୟବର୍ଦ୍ଦନେ (୪୨୬)ଙ୍କ ଭଳି ମହାନ ମ୍ୟାଟ୍ସମ୍ୟାନ ରହିଛନ୍ତି।

ଏହା ବ୍ୟତୀତ କୋହଲିଙ୍କ ନିକଟରେ ଆଉ ରେକର୍ଡର ସମକକ୍ଷ ହେବାର ସୁଯୋଗ ରହିଛି। ଜଣେ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସଚିନ ଅଷ୍ଟ୍ରେଲିଆ ବିପକ୍ଷରେ ସର୍ବାଧିକ ୯ଟି ଦିନିକଆ ଶତକ ହାସଲ କରିଛନ୍ତି। ଆଉ ଏହି ରେକର୍ଡର ସମକକ୍ଷ ହେବା ପାଇଁ କୋହଲିଙ୍କୁ ଆଉ ଗୋଟେ ଶତକ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri