Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ମୁମ୍ବାଇ,୧୭।୩: ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିଛି। ଏବେ ଉଭୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଦୁଇ ଦଳ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ ଦିନିକିଆରେ ରୋହିତ ଶର୍ମା ଟିମ ଇଣ୍ଡିଆର ନିୟମିତ ଅଧିନାୟକ ହେବେ ନାହିଁ। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର ଅଧିନାୟକ ହେବେ। ଏହା ବ୍ୟତୀତ ଇଶାନ କିଶାନ ଏବଂ ଶୁଭମାନ ଗିଲ ଓପନିଂ କରିବେ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଭାରତୀୟ ସମୟ ଅପରାହ୍ନ ୧.୩୦ରେ ଆରମ୍ଭ ହେବ। ଟସ୍‌ ୧ରେ ପଡିବ। ଏଥି ସହିତ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ଏହି ମ୍ୟାଚର ସିଧା ପ୍ରସାରଣ କରାଯିବ। ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜ୍‌ନୀ ପ୍ଲସ ହଟଷ୍ଟାରରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri