Posted inଖେଳ

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟ: ପ୍ରଥମ ଇନିଂସରେ ଭାରତ ଅଗ୍ରଣୀ

ଆଡିଲେଡ୍‌, ୧୮।୧୨- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତୀୟ ଦଳ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଥିଲା କେବଳ ବୋଲରଙ୍କ ରାଜୁତି । ପ୍ରଥମ ଦିନ ମାତ୍ର ୬ ଉଇକେଟ ପଡ଼ି ଥିବାବେଳେ ଦ୍ୱିତୀୟ ଦିନ ଏପର୍ଯ୍ୟନ୍ତ ୧୪ ଉଇକେଟର ପତନ ଘଟିଛି। ଶୁକ୍ରବାର ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୬/୨୩୩ରୁ ବ୍ୟାଟିଂ ଆରମ୍ଭ କରି ବଳକା ୪ ଉଇକେଟରେ ମାତ୍ର ୧୧ ରନ୍‌ ଯୋଡ଼ି ପାରିଥିଲା। ଏହାପରେ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ଘରୋଇ ଅଷ୍ଟ୍ରେଲିଆ ଦଳ। ଫଳରେ ଭାରତୀୟ ପ୍ରଥମ ଇନିଂସରେ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଭ୍ରମଣକାରୀ ଭାରତ ପାଇଁ ରବିଚନ୍ଦ୍ରନ ଅଶ୍ୱିନ ୪, ଉମେଶ ଯାଦବ ୩ ଓ ଯଶ୍ରପୀତ ବୁମରା ୨ ଉଇକେଟ ହାତେଇଥିଲେ। ଏହାପରେ ଭାରତୀୟ ଦଳ ତା’ର ଦ୍ୱିତୀୟ ଇନିଂସରେ ମାତ୍ର ୬ ଓଭର ବ୍ୟାଟିଂ କରି ପୃଥ୍ବୀ ଶ’ (୪)ଙ୍କ ଉଇକେଟ ହରାଇ ୯ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମୟଙ୍କ ଅଗ୍ରଓ୍ବାଲ ୫ ଓ ଖାତା ଖୋଲି ନ ଥିବା ନାଇଟ୍‌ ଓ୍ବାଚମ୍ୟାନ୍‌ ବୁମରା ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri