Posted inଖେଳ

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟ: ପ୍ରଥମ ଇନିଂସରେ ଭାରତ ଅଗ୍ରଣୀ

ଆଡିଲେଡ୍‌, ୧୮।୧୨- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତୀୟ ଦଳ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଥିଲା କେବଳ ବୋଲରଙ୍କ ରାଜୁତି । ପ୍ରଥମ ଦିନ ମାତ୍ର ୬ ଉଇକେଟ ପଡ଼ି ଥିବାବେଳେ ଦ୍ୱିତୀୟ ଦିନ ଏପର୍ଯ୍ୟନ୍ତ ୧୪ ଉଇକେଟର ପତନ ଘଟିଛି। ଶୁକ୍ରବାର ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୬/୨୩୩ରୁ ବ୍ୟାଟିଂ ଆରମ୍ଭ କରି ବଳକା ୪ ଉଇକେଟରେ ମାତ୍ର ୧୧ ରନ୍‌ ଯୋଡ଼ି ପାରିଥିଲା। ଏହାପରେ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ଘରୋଇ ଅଷ୍ଟ୍ରେଲିଆ ଦଳ। ଫଳରେ ଭାରତୀୟ ପ୍ରଥମ ଇନିଂସରେ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଭ୍ରମଣକାରୀ ଭାରତ ପାଇଁ ରବିଚନ୍ଦ୍ରନ ଅଶ୍ୱିନ ୪, ଉମେଶ ଯାଦବ ୩ ଓ ଯଶ୍ରପୀତ ବୁମରା ୨ ଉଇକେଟ ହାତେଇଥିଲେ। ଏହାପରେ ଭାରତୀୟ ଦଳ ତା’ର ଦ୍ୱିତୀୟ ଇନିଂସରେ ମାତ୍ର ୬ ଓଭର ବ୍ୟାଟିଂ କରି ପୃଥ୍ବୀ ଶ’ (୪)ଙ୍କ ଉଇକେଟ ହରାଇ ୯ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମୟଙ୍କ ଅଗ୍ରଓ୍ବାଲ ୫ ଓ ଖାତା ଖୋଲି ନ ଥିବା ନାଇଟ୍‌ ଓ୍ବାଚମ୍ୟାନ୍‌ ବୁମରା ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri