Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ଅର୍ଥାତ୍‌ ଆଜି ଖେଳାଯିବ। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତୀୟ ଦଳ ୬ ବର୍ଷ ପରେ ଏହି ଗ୍ରାଉଣ୍ଡରେ କଙ୍ଗାରୁ ଦଳ ବିପକ୍ଷରେ ଦିନିକିଆ ମ୍ୟାଚ ଖେଳିବ। ଗତ ଥର ୨୦୧୭ରେ ଭାରତ ପାଞ୍ଚ ଉଇକେଟରେ ଜିତିଥିଲା। ଏହି ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିବାକୁ ଟିମ ଇଣ୍ଡିଆ ନଜର ରଖିବ।
ଭାରତ ବନାମ ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ ମ୍ୟାଚ ୧.୩୦ରେରେ ଆରମ୍ଭ ହେବ। ଟସ ଏହାର ଅଧ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଦିନ ୧ଟାରେ ହେବ। ଏହି ମ୍ୟାଚ୍‌ ସ୍ପୋର୍ଟସ ୧୮ ଚ୍ୟାନେଲରେ ସିଧା ପ୍ରସାରଣ ହେବ। ଏଥି ସହିତ ଡିଡି ସ୍ପୋର୍ଟସରେ ମାଗଣାରେ ମ୍ୟାଚ ଦେଖିପାରିବେ। ଜିଓ ସିନେମା ଆପରେ ଆପଣ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଅନଲାଇନରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri