Advertisement
Posted inଖେଳ

ଦ୍ୱିତୀୟ ଦିନ ଖେଳ ଶେଷ: ଭାରତ ୯୬/୨

ସିଡନୀ,୮।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ ଭାରତୀୟ ଭଲ ଆରମ୍ଭ ଦେଇଛନ୍ତି ରୋହିତ୍‌ ଶର୍ମା ଓ ଶୁବମାନ ଗିଲ। ଷ୍ଟିଭ ସ୍ମିଥଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୩୮ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଭାରତ ଦ୍ୱିତୀୟ ଦିନ ଖେଳ ଶେଷ ବେଳକୁ ଭାରତ ୨ ଉଇକେଟରେ ୯୬ ରନ କରିଥିଲା। ଭାରତ ରୋହିତ ଶର୍ମା ୨୬ ଏବଂ ଶୁଭମନ ଗିଲ୍‌ ୫୦ ରନ୍‌ରେ ଆଉଟ୍‌ ହୋଇଛନ୍ତି। ଚେତେଶ୍ୱର ପୂଜାରା ୯ ଏବଂ ଅଜିଙ୍କେ ରାହାଣେ ୫ ରନ୍‌ରେ ଖେଳୁଛନ୍ତି। ସୂଚନାଯୋଗ୍ୟ, ଚଳିତ ସିରିଜରେ ଭାରତ ପାଇଁ ଓପନିଂ ମୁଖ୍ୟ ସମସ୍ୟା ଥିଲା। ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରୱାଲ ସୁଯୋଗର ଫାଇଦା ଉଠାଇବାରେ ବିଫଳ ହୋଇଛନ୍ତି। କିନ୍ତୁ ଗିଲ ୨ୟ ଟେଷ୍ଟରେ ଭଲ ବ୍ୟାଟିଂ କରି ନିଜକୁ ପ୍ରମାଣିତ କରିଛନ୍ତି। ସିରିଜରେ ପ୍ରଥମଥର ଲାଗି ଭାରତର ଓପନିଂ ଯୋ ୫୦ରୁ ଊର୍ଦ୍ଧ୍ୱ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂଜାରା-ଆୟାରଙ୍କ ଅର୍ଦ୍ଧଶତକ: ଭାରତର ସ୍କୋର ୨୦୦ ଟପିଲା

ଚଟ୍ଟୋଗ୍ରାମ,୧୪।୧୨: ଚଟ୍ଟୋଗ୍ରାମରେ ବାଂଲାଦେଶ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚେତେଶ୍ୱର ପୂଜାରା ଏବଂ ଶେୟାୟାଶ ଆୟାର ବାଂଲାଦେଶ ବୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି। ତିନି ନମ୍ବରରେ...

‘ଆଇପିଏଲର ଦ୍ୱିତୀୟାର୍ଦ୍ଧରେ ଧୋନୀ ଭଲ ପ୍ରଦର୍ଶନ କରିପାରନ୍ତି ’

ନୂଆଦିଲ୍ଲୀ,୨୬।୫: ଆଇପିଏଲ-୧୪’ର ଦ୍ୱିତୀୟାର୍ଦ୍ଧରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଜଣେ ବ୍ୟାଟ୍ସମ୍ୟାନ ଭାବେ ଭଲ ପ୍ରଦର୍ଶନ କରିପାରନ୍ତି। ଏଭଳି ମତ...

ଜୀବନରେ ପ୍ରଥମ ଥର ପାଇଁ ନେଲେ ଏଭଳି ପଦକ୍ଷେପ, ସ୍ତ୍ରୀ ଅନୁଷ୍କାଙ୍କୁ କହିଲେ ‘ଥ୍ୟାଙ୍କ ୟୁ’

ନୂଆଦିଲ୍ଲୀ,୪।୪: ଓ୍ବାଲର୍‌ଡ ଷ୍ଟ୍ରେ ଆନିମଲ୍ସ ଡେ’ ଅବସରରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ପ୍ରଶଂସନୀୟ କାମ କରିଛନ୍ତି। ପ୍ରଥମଥର ପାଇଁ ପଶୁମାନଙ୍କ କଲ୍ୟାଣ ଦିଗରେ...

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌...

ଟିଭି ଆଗରେ ନାଚିଲେ କୋହଲି

ମୁମ୍ବାଇ,୨୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇପିଏଲ ୨୦୨୨ର ପ୍ଲେ ଅଫରେ ନିଜ ସ୍ଥାନ ସୁରକ୍ଷିତ କରିଛି। ଟି -୨୦ ଲିଗର ୬୯ତମ ମ୍ୟାଚରେ ମୁମ୍ବାଇ...

ପ୍ରଥମ ସଂସ୍କରଣରେ ଭାରତକୁ ବ୍ରୋଞ୍ଜ୍‌

ହକି ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ୧୯୭୧ ମସିହାରେ ଆରମ୍ଭ ହୋଇଥିଲା। ଆୟୋଜକ ଦେଶ ଥିଲା ସ୍ପେନ୍‌ ଏବଂ ପ୍ରତିଯୋଗିତା ବାର୍ସିଲୋନାରେ ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର ୧୫ରୁ...

ମହିଳା ଅବତାରରେ କେମିତି ଦେଖାଯାଉଛନ୍ତି ସିଏସ୍‌କେ ତାରକା ଧୋନୀ-ରାଇନା

ଚେନ୍ନାଇ, ୨୫।୬- ବର୍ତ୍ତମାନ ସୋସିଆଲ ମିଡିଆରେ ଜେଣ୍ଡର ସ୍ବାପ୍‌ ଜରିଆରେ କ୍ରିକେଟର୍‌ଙ୍କ ‘ଫିମେଲ ଭର୍ସନ’ ବା ମହିଳା ଅବତାର ରୂପ ଦେଖିବାକୁ ମିଳୁଛି। ବିଭିନ୍ନ ଷ୍ଟାର୍‌...

ପାକିସ୍ତାନରେ ଇଂଲଣ୍ଡ ଖେଳାଳି ଅଜଣା ଭୂତାଣୁ ଦ୍ୱାରା ଆକ୍ରାନ୍ତ…

ଇସଲାମାବାଦ,୩୦।୧୧ : ଇଂଲଣ୍ଡ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଟେଷ୍ଟ ସିରିଜ ଗୁରୁବାର ଠାରୁ ରାୱଲପିଣ୍ଡିରେ ଆରମ୍ଭ ହେଉଛି। ଏହାପୂର୍ବରୁ...

Advertisement
Archives

Model This Week