Posted inଖେଳ

ତୃତୀୟ ଦିନର ଖେଳ ଶେଷ: ଭାରତ ୨୮୯/୩

ଅହମ୍ମଦାବାଦ,୧୧।୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଅନ୍ତିମ ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିନ ଖେଳ ଶେଷ ହୋଇଛି। ଅଷ୍ଟ୍ରେଲିଆ ଟିମ୍‌ ପ୍ରଥମ ଇନିଂସରେ ୪୮୦ରନ୍‌ର ବିଶାଳ ସ୍କୋର କରିଥିଲା। ଏହାର ଜବାବରେ ଭାରତ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩ ଉଇକେଟ ହରାଇ ୨୮୯ ରନ୍‌ କରିଛି। ଏବେ ବି ଦଳ ଅଷ୍ଟ୍ରେଲିଆଠାରୁ ୧୯୨ରନ୍‌ ପଛରେ ରହିଛି। ବିରାଟ କୋହଲି(୫୯) ଏବଂ ରବିନ୍ଦ୍ର ଜାଡେଜା(୧୬) ରନ୍‌ କରି କ୍ରିଜ୍‌ରେ ଅଛନ୍ତି। ଦଳ ପକ୍ଷରୁ ଶୁଭମନ ଗିଲ ୧୨୮ରନ୍‌ କରିଛନ୍ତି।

ଭାରତୀୟ ଟିମ୍‌ ଲାଗି ଅହମ୍ମଦାବାଦ ଟେଷ୍ଟ ଜିତିବା ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଦଳ ଏହି ମୁକାବିଲା ଜିତିଲେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିବ। ପରାଜୟ ନଚେତ ଡ୍ର ହେଲେ ଭାରତକୁ ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ସିରିଜ ଉପରେ ନିର୍ଭର କରିବାକୁ ହେବ। ତେବେ ପୂର୍ବରୁ ଅଷ୍ଟ୍ରେଲିଆ ଫାଇନାଲରେ ପ୍ରବେଶ କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri