Posted inଖେଳ

ପୂଜାରାଙ୍କ ବଦଳରେ ରୋହିତଙ୍କୁ ବଡ଼ ଦାୟିତ୍ତ୍ୱ

ନୂଆଦିଲ୍ଲୀ,୧ା୧- ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପିରିୟଡ୍‌ ଶେଷ କରିଥିବା ରୋହିତ ଶର୍ମାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ଦୁଇ ଟେଷ୍ଟ ମ୍ୟାଚ୍‌ରେ ବଡ଼ ଦାୟିତ୍ତ୍ୱ ତୁଲାଇବେ। ଚେତେଶ୍ୱର ପୂଜାରାଙ୍କ ବଦଳରେ ରୋହିତଙ୍କୁ ଉପଅଧିନାୟକ ପଦ ଦିଆଯାଇଛି। ନିୟମିତ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ଅନୁପସ୍ଥିତ ଥିବାରୁ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଟିମ୍‌ ଇଣ୍ଡିଆର ନେତୃତ୍ୱ ଭାର ସମ୍ଭାଳୁଛନ୍ତି।

ପ୍ରଥମ ଦୁଇ ଟେଷ୍ଟ ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିବା ବିସ୍ଫୋରକ ଓପନର ରୋହିତ ଅନ୍ତିମ ଦୁଇ ମ୍ୟାଚ୍‌ ପାଇଁ ଉପଲବ୍ଧ ହୋଇଛନ୍ତି। କ୍ୱାରାଣ୍ଟାଇନ ନିୟମ ଯୋଗୁ ସେ ମେଲବୋର୍ନ ଟେଷ୍ଟରେ ଖେଳିପାରି ନ ଥିଲେ। ଏହା ବ୍ୟତୀତ ଆହତ ସମସ୍ୟା ଯୋଗୁ ବଳକା ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଉମେଶ ଯାଦବଙ୍କ ବଦଳରେ ଉଦୀୟମାନ ପେସର ଟି. ନଟରାଜନ ସିଡ୍‌ନୀ ଟେଷ୍ଟରେ ପଦାର୍ପଣ କରିବେ ବୋଲି ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri