ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ ଭାରତୀୟ ଦଳକୁ ଚାରିଆଡୁ ଶୁଭେଚ୍ଛା ମିଳିଛି। ଏଥିରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ କରି ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ଆମେ ସମସ୍ତେ ଅଷ୍ଟ୍ରେଲିଆରେ ଭାରତୀୟ ଦଳର ବିଜୟରେ ବହୁତ ଖୁସି ଅଛୁ। ଭାରତୀୟ ଖେଳାଳି ଜବରଦସ୍ତ ପ୍ରଦର୍ଶନ କରିଥିଲା। ଖେଳାଳିମାନଙ୍କ ମଧ୍ୟ ଦୃଢ ସଂକଳ୍ପ ଦେଖିବାକୁ ମିଳିଥିଲା।ତୁମ ସମସ୍ତଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛ ବୋଲି ମୋଦି ନିଜ ଟୁଇଟ୍‌ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଚିକିତ୍ସା, ପାଠପଢା ଖର୍ଚ୍ଚ ବହନ କରିବେ ସରକାର

ରାୟପୁର,୧୫।୬: ଛତିଶଗଡରେ ବୋରଓ୍ବେଲରେ ଖସିପଡିଥିବା ରାହୁଲ ସାହୁଙ୍କୁ ଦୀର୍ଘ ୧୦୪ ଘଣ୍ଟାର କଶରତ ପରେ ୬୦ ଫୁଟ ଗାତ ଭିତରେ ବାହାର କରାଯାଇଛି। ଏବେ ତାଙ୍କୁ...

ଇତିହାସ ରଚିଲେ ହରମନପ୍ରୀତ

କେପଟାଉନ,୨୧।୨: ଭାରତୀୟ ମହିଳା କ୍ରିକେଟର୍‌ ହରମନପ୍ରୀତ କୌର ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। କେବଳ ମହିଳା ନୁହେଁ, କୌଣସି ପୁରୁଷ...

ଅମର୍ତ୍ତ୍ୟ ସେନ୍‌ଙ୍କୁ ଭାଜପାର ସମାଲୋଚନା

କୋଲକାତା,୭ା୭: ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ‘ଜୟ ଶ୍ରୀରାମ’ ପଶ୍ଚିମବଙ୍ଗର ସଂସ୍କୃତି ନୁହେଁ, ଏହା ଲୋକଙ୍କୁ ପିଟିବା ଲାଗି ଉଦ୍ଦିଷ୍ଟ...

‘୧୦୦ କୋଟି ଟଙ୍କା ଦିଅ, ମନ୍ତ୍ରୀ ପଦ ନିଅ’

ପୁଣେ,୨୦।୭: ମହାରାଷ୍ଟ୍ରର ପୁଣେରେ ଜଣେ ଭାଜପା ବିଧାୟକଙ୍କୁ ମନ୍ତ୍ରୀ ପଦ ଦେବା ନାଁରେ ଠକେଇ ଉଦ୍ୟମ ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ମୁମ୍ବାଇ କ୍ରାଇମ...

ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍‌ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍‌ ଚର୍ଚ୍ଚା...

ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା: ସୁପ୍ରିମକୋର୍ଟରେ ପହଞ୍ଚିଲେ ଟିଏମସି ନେତା, ମେ’୨୬ରେ ଶୁଣାଣି

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗର ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଟିଏମସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିସହ ଏହି ପ୍ରସଙ୍ଗରେ ଶୀଘ୍ର ଶୁଣାଣି କରିବାକୁ...

ରାମାୟଣ ସର୍କିଟ ଟ୍ରେନ୍‌: ବିରୋଧ ପରେ ବଦଳିଲା ୱେଟର୍ସଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୨୩ ।୧୧: ରାମାୟଣ ସର୍କିଟ ସ୍ପେଶାଲ ଟ୍ରେନରେ ୱେଟର୍ସଙ୍କ ୟୁନିଫର୍ମକୁ ନେଇ ଉଜ୍ଜୟିନୀର ସାଧୁ-ସନ୍ଥମାନେ ବିରୋଧ କରିବା ପରେ ଆଇଆର୍‌ସିଟିସି ରାମାୟଣ ଏକ୍ସପ୍ରେସରେ ସେବା ଯୋଗାଇ...

ଗର୍ଭବତୀ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଖେଳାଳି ମୁରଲୀ ବିଜୟ ଆଜି ୩୭ତମ ଜନ୍ମଦିନ ପାଳନ କରୁଛନ୍ତି। ଅନ୍ୟତମ ଭାରତୀୟ କ୍ରିକେଟର୍‌ ଦୀନେଶ କାର୍ତ୍ତିକଙ୍କ ସହ ତାଙ୍କର ବିବାଦ କାହାକୁ...

Advertisement
Archives

Model This Week