Posted inଖେଳ

ସାମ୍ନାକୁ ଆସିଲା କୋହଲିଙ୍କ ରାଗ

କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତିନିମ୍ୟାଚ୍‌ ବିଶିଷ୍ଟ ଏକଦିବସୀୟ ସିରିଜ୍‌ ଏବେ ଖେଲାଯାଉଛି। ପ୍ରଥମ ୨ଟି ମ୍ୟାଚ୍‌ ଜିତି ସିରିଜ୍‌ ହାତେଇଛନ୍ତି ଘରୋଇ ଅଷ୍ଟ୍ରେଲିଆ। ଶେଷ ମ୍ୟାଚ୍‌ ଆଜି କାନବେରାରେ ଖେଳାଯାଉଛି। ତେବେ ପ୍ରଥମ ୨ଟି ମ୍ୟାଚ୍‌ ପରାଜୟ ପରେ ଦଳର ଅଧିନାୟକ ବିରାଟ କୋହଲି ରାଗିଯାଇଛନ୍ତି। ସେ ନିଜ ରାଗ ସାଥୀ ଖେଳାଳିଙ୍କ ଉପରେ ସୁଝାଉଥିବା ଦେଖାଯାଇଛି। ଦ୍ୱିତୀୟ ଦିନିକିଆଲେ ଭାରତୀୟ ବୋଲରଙ୍କ ନୈରାଶଜନକ ପ୍ରଦର୍ଶନରେ କୋହଲି ବୋଲର୍‌ଙ୍କ ଉପରେ ରାଗିଯାଇଥିଲେ। ପେସ୍‌ ବୋଲର୍‌ ମହମ୍ମଦ ସାମି, ଜଶପ୍ରୀତ ବୁମ୍‌ରା, ୟୁଜବେନ୍ଦ୍ର ଚହଲ ଏବଂ ରବିନ୍ଦ୍ର ଜାଡେଜାଙ୍କ ଉପରେ କୋହଲି ପଡିଆରେ ରାଗିଯାଉଥିବା ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ପଡିଆରେ ବୋଲରଙ୍କ କ୍ଲାସ ନେଇଥିଲେ। ଗତ ଦୁଇଟି ମ୍ୟାଚ୍‌ରେ ଭାରତ ଯଥାକ୍ରମେ ୬୬ ଏବଂ ୫୧ ରନରେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ: ଦିଲୀପ ରାୟଙ୍କୁ ଭାଜପାର ସମର୍ଥନ

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ବାଚନ ନେଇ ବିଜେଡି ଜଣେ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri