Posted inଖେଳ

୭୩ ବର୍ଷ ହେବ ଯାହା ଘଟି ନ ଥିଲା ତାହା କରିଦେଖାଇଲେ ସୁନ୍ଦର

ବ୍ରିସବେନ୍‌,୧୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ବ୍ରିସବେନ୍‌ ଟେଷ୍ଟରେ ଡେବ୍ୟୁ କରୁଥିବା ଓ୍ବାଶିଂଟନ୍‌ ସୁନ୍ଦର କମାଲ ପ୍ରଦର୍ଶନ କରିଛନ୍ତି। ତାମିଲନାଡୁର ଏହି ଖେଳାଳି ନିଜ ପ୍ରଥମ ଟେଷ୍ଟରେ ଇତିହାସ ରଚିଛନ୍ତି। ଗତ ୭୩ ବର୍ଷରେ ଯେକୌଣସି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯାହା କରି ନ ଥିଲେ, ତାହା କରିଦେଖାଇଛନ୍ତି ସୁନ୍ଦର। ସେ ବ୍ରିସବେନ୍‌ ଟେଷ୍ଟର ପ୍ରଥମ ପାଳିରେ ୩ଟି ଉଇକେଟ୍‌ ନେବା ସହ ବ୍ୟାଟିଂରେ ଅର୍ଦ୍ଧଶତକ ହାସଲ କରିଥିଲେ। ଭାରତର ଦ୍ୱିତୀୟ କ୍ରିକେଟର ଭାବେ ସେ ,ହି କାରନାମା କରିଛନ୍ତି। ୧୯୪୭ରେ ଭାରତର ପୂର୍ବତନ ଖେଲାଳି ଦତ୍ତୁ ଫାଡକର ଏହି କାରନାମା ଅଷ୍ଟ୍ରେଲିଆ ବିପକ୍ଷରେ କରିଥିଲେ। ସୂଚନାଯୋଗ୍ୟ, ସୁନ୍ଦର ୨୦୧୭ରୁ କୌଣସି ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳାଳି ନାହାନ୍ତି। ତାମିଲନାଡୁ ଗତ ୩ ବର୍ଷ ହେବ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଖେଲି ନ ଥିଲେ ମଧ୍ୟ ଆର୍‌ ଅଶ୍ୱିନ ଆହତ ଯୋଗୁ ତାଙ୍କୁ ଏହି ଟେଷ୍ଟରେ ସୁଯୋଗ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇ ନିକଟରେ ରୋହିତ-କୋହଲି ଫାଟ୍‌

ଲଣ୍ଡନ,୧୪।୭- ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରୁ ବାଦ୍‌ ପଡ଼ିବା ପରେ ଭାରତୀୟ ଦଳରେ ସୃଷ୍ଟି ହୋଇଥିବା ଫାଟ୍‌ ସମ୍ପର୍କରେ ପ୍ରବଳ ଆଲୋଚନା ଚାଲିଛି। ଭାରତୀୟ ଦଳ ବହୁଳ...

କ୍ୟାନସର୍‌ ଆଶଙ୍କା କମ କରେ ଏହି ପରିବା

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ...

ଧୋନୀଙ୍କ ଏହି ନିଷ୍ପତ୍ତିରେ ସାରା ଦେଶ ହୋଇଥିଲା ଚକିତ

ଅଗଷ୍ଟ ୧୫ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ବିଶେଷ ଦିନ। ଏହି ଦିନ ଭାରତ ସ୍ବାଧୀନତା ପାଇଥିଲା। ଏହି ବର୍ଷ ଦେଶ ୭୫ ତମ ସ୍ବାଧୀନତା...

ମାତ୍ର ୪୦ ବଲ୍‌ରେ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଏକ ଖୁସି ଖବର ଅଛ। ଦଳର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ଜବରଦସ୍ତ...

ଏଫ୍‌ଆଇଏଚ୍‌ ହକି ର଼୍ୟାଙ୍କିଙ୍ଗ: ପୁରୁଷ ୫ମ, ମହିଳା ୯ମ

ଲାଉସାନେ (ସୁଇଜରଲାଣ୍ଡ), ୮ା୯ (ପି.ଟି.)- ଓସେନିଆ କପ୍‌ ଶେଷ ହେବା ପରେ ରବିବାର ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପକ୍ଷରୁ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ...

ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହେଟା କରୋନା ପଜିଟିଭ

ନୂଆଦିଲ୍ଲୀ,୫।୧୧(ପି.ଟି.): ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ସାଧାରଣ ସମ୍ପାଦକ ରାଜୀବ ମେହେଟା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଗତ ସପ୍ତାହରେ ଜ୍ୱର ଅନୁଭବ କରିବାରୁ...

ଦୁନିଆର ସବୁଠାରୁ ବଡ଼ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍‌: ଜୟ ଶାହ

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃୟାରୀ ୨୪ରୁ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଫେବୃୟାରୀରୁ ଆରମ୍ଭ ହେବ।...

ଫିଟ୍‌ ହେବେ ନୀରଜ

ନୂଆଦିଲ୍ଲୀ,୧୭।୫(ପିଟି)- ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା କହୁଣି ଅସ୍ତ୍ରୋପଚାରରୁ ବିନା ଅସୁବିଧାରେ ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିବେ। କିନ୍ତୁ ବିଶ୍ୱ ଚାମ୍ପିୟନଶିପ୍‌ ସମେତ ଚଳିତ...

Advertisement
Archives

Model This Week