Posted inଖେଳ

ଆଜି ବାଲାଂଦେଶ ବନାମ ଭାରତ

ଆଣ୍ଟିଗୁଆ,୨୯।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା କ୍ୱାଟର ଫାଇନାଲ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ । ଏହି ମ୍ୟାଚ୍‌ ଆଣ୍ଟିଗୁଆରେ ଭାରତୀୟ ସମୟ ୬.୩୦ରେ ଆରମ୍ଭ ହେବ । ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଅଣ୍ଡର-୧୯ ଟିମକି ଖୁସି ଖବର ମିଳିଛି। କ୍ୱାଟର ଫାଇନାଲ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ୟଶ ଢ଼ୁଲଙ୍କ ସମେତ ପାଞ୍ଚ ଖେଳାଳି କରୋନାରୁ ସୁସ୍ଥ ହୋଇଛନ୍ତି ।

୨୦୨୦ରେ ଦକ୍ଷିଣ ଆଫ୍ରିକାରେ ହୋଇଥିବା ବିଶ୍ୱକପ ଫାଇନାଲରେ ବାଂଲାଦେଶ ଭାରତକୁ ୩ ଉଇକେଟରେ ପରାସ୍ତ କରି ବିଶ୍ୱ ବିଜେତା ହୋଇଥିଲା । ତେଣୁ ୨୦୨୦ ବିଶ୍ୱକପ ଫାଇନାଲର ପ୍ରତିଶୋଧ ଚଳିତ ବିଶ୍ୱକପର କ୍ୱାଟର ଫାଇନାଲରେ ନେବାକୁ ଚେଷ୍ଟା କରିବ ଟିମ ଇଣ୍ଡିଆ ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri