Posted inଖେଳ

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଓଭାଲ,୧।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨ଠାରୁ ଓଭାଲରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଗୋଟି ଗୋଟିଏ ମ୍ୟାଚ୍‌ ଜିତିଛନ୍ତି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର ଚତୁର୍ଥ ଟେଷ୍ଟରେ ରହିଛି। ଦୁଇ ଦଳ ମଧ୍ୟରେ ପୁଣି ଥରେ ଦୃଢ ପ୍ରତିଯୋଗିତା ହେବ। ମ୍ୟାଚ ଏବଂ ଏହାର ଲାଇଭ ପ୍ରସାରଣ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାଣିବା

ମ୍ୟାଚ କେବେ ହେବ?
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨ଠାରୁ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବ।

ଏହା କେଉଁଠାରେ ଖେଳାଯିବ?
ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଓଭାଲରେ ଖେଳାଯିବ।

ମ୍ୟାଚ୍‌ ଆରମ୍ଭର ସମୟ
ମ୍ୟାଚ ଭାରତୀୟ ସମୟ ୩.୩୦ରେ ଆରମ୍ଭ ହେବ। ଟସ ଅଧ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ୩ଟା ସମୟରେ ହେବ।

ମ୍ୟାଚ୍‌ କେଉଁ ଚ୍ୟାନେଲରେ ପ୍ରସାରିତ ହେବ?
ଏହି ମ୍ୟାଚ ସୋନି ସ୍ପୋର୍ଟସ ନେଟୱାର୍କରେ ସିଧା ପ୍ରସାରଣ ହେବ। ଏଠାରେ ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ।

ଅନଲାଇନ ରେ କେମିତି ଦେଖିବେ ମ୍ୟାଚ୍‌
ଡିଜିଟାଲ ମିଡିଆରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ସୋନି ଲାଇଭ ଆପରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri