Posted inଖେଳ

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଓଭାଲ,୧।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨ଠାରୁ ଓଭାଲରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଗୋଟି ଗୋଟିଏ ମ୍ୟାଚ୍‌ ଜିତିଛନ୍ତି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର ଚତୁର୍ଥ ଟେଷ୍ଟରେ ରହିଛି। ଦୁଇ ଦଳ ମଧ୍ୟରେ ପୁଣି ଥରେ ଦୃଢ ପ୍ରତିଯୋଗିତା ହେବ। ମ୍ୟାଚ ଏବଂ ଏହାର ଲାଇଭ ପ୍ରସାରଣ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାଣିବା

ମ୍ୟାଚ କେବେ ହେବ?
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨ଠାରୁ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବ।

ଏହା କେଉଁଠାରେ ଖେଳାଯିବ?
ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଓଭାଲରେ ଖେଳାଯିବ।

ମ୍ୟାଚ୍‌ ଆରମ୍ଭର ସମୟ
ମ୍ୟାଚ ଭାରତୀୟ ସମୟ ୩.୩୦ରେ ଆରମ୍ଭ ହେବ। ଟସ ଅଧ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ୩ଟା ସମୟରେ ହେବ।

ମ୍ୟାଚ୍‌ କେଉଁ ଚ୍ୟାନେଲରେ ପ୍ରସାରିତ ହେବ?
ଏହି ମ୍ୟାଚ ସୋନି ସ୍ପୋର୍ଟସ ନେଟୱାର୍କରେ ସିଧା ପ୍ରସାରଣ ହେବ। ଏଠାରେ ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ।

ଅନଲାଇନ ରେ କେମିତି ଦେଖିବେ ମ୍ୟାଚ୍‌
ଡିଜିଟାଲ ମିଡିଆରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ସୋନି ଲାଇଭ ଆପରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri