Posted inଖେଳ

IND Vs ENG 1st Test: ଯଶସ୍ବୀଙ୍କ ବିସ୍ଫୋରକ ବ୍ୟାଟିଂ ସହ ପ୍ରଥମ ଦିନର ଖେଳ ଶେଷ, ଭାରତର ସ୍କୋର-୧୧୯/୧

ହାଇଦ୍ରାବାଦ,୨୫।୧: ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହୋଇଛି। ଗୁରୁବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମୁକାବିଲା ଆରମ୍ଭ ହୋଇଛି। ମ୍ୟାଚ୍‌ରେ ପ୍ରଥମେ ଟସ୍‌ ଜିତି ଇଂଲଣ୍ଡ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଦଳ ୨୪୬ ରନ୍‌ କରିପାରିଛି। ଜବାବରେ ଭାରତ ପ୍ରଥମ ଇନିଂସରେ ପ୍ରଥମ ଦିନ ଖେଳ ଶେଷ ହେବା ଯାଏ ଦଳ ୨୩ ଓଭରରେ ୧ ଉଇକେଟ ହରାଇ ୧୧୯ ରନ୍‌ କରିଛି। ୨୪ ରନ୍‌ କରି ରୋହିତ ଶର୍ମା ପ୍ୟାଭିଲିୟନ ଫେରିଛନ୍ତି। ଏବେ ଯଶସ୍ବୀ ଜୟସଓ୍ବାଲ(୭୦) ଏବଂ ଶୁଭମନ ଗିଲ(୧୪) ଅପରାଜିତ ଅଛନ୍ତି। ଦଳ ଏବେ ପ୍ରଥମ ଇନିଂସରେ ଇଂଲଣ୍ଡଠାରୁ ୧୨୭ରନ୍‌ ପଛୁଆ ରହିଛି।

India playing 11 vs England, 1st Test, 2024

ପ୍ରକାଶ ଯେ, ଏହି ଟେଷ୍ଟରେ ଭାରତୀୟ ଟିମ୍‌ ୩ ସ୍ପିନର ଏବଂ ୨ ଦ୍ରୁତ ବୋଲର ସହ ମଇଦାନକୁ ଓହ୍ଲାଇଛି। ଶୁଭମନ ଗିଲ ବିରାଟଙ୍କ ସ୍ଥାନରେ ବ୍ୟାଟିଂ କରୁଛନ୍ତି। ସେହିଭଳି ଅକ୍ଷର ପଟେଲଙ୍କୁ କୋହଲି ନ ଥିବାରୁ ଦଳରେ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତ

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri