Posted inଖେଳ

ଇଂଲଣ୍ଡ ଦଳକୁ ଶକ୍ତ ଝଟ୍‌କା

ଚେନ୍ନାଇ, ୧୧।୨- ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଦ୍ୱିତୀୟ ଟେଷ୍ଟରୁ ଭ୍ରମଣକାରୀ ଦଳର ଅନ୍ୟତମ ପେସର ଜୋଫ୍ରା ଆର୍ଚ୍ଚର ବାଦ୍‌ ପଡ଼ିଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଗୁରୁବାର ପକ୍ଷରୁ କୁହାଯାଇଛି। ପ୍ରଥମ ଟେଷ୍ଟ ବେଳେ ସେ ଡାହାଣ କହୁଣିରେ ଯନ୍ତ୍ରଣା ଅନୁଭବ କରୁଥିଲେ। ଉଲ୍ଲେଖଯୋଗ୍ୟ ଯେ, ଆର୍ଚ୍ଚର ପ୍ରଥମ ଟେଷ୍ଟରେ ମାତ୍ର ୩ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ କୋହଲି ପିତା ହେବା କଥା ଶୁଣି କ୍ରିକେଟ ଅଷ୍ଟ୍ରେଲିଆର ନିଦ ହଜିଲା, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ଏନେଇ ସେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ସୋସିଆଲ ମିଡିଆରେ ଏକ...

୨୮ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ସନ୍ନ୍ୟାସ ନେଇଥିଲେ ଅମିର

କରାଚୀ,୧୧।୫ : ଗତବର୍ଷ ଡିସେମ୍ବରରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରି ସଭିଙ୍କୁ ଚମକାଇ ଦେଇଥିଲେ ପାକିସ୍ତାନ ପେସର ମହମ୍ମଦ ଅମିର। ସେତେବେଳେ ତାଙ୍କ ଉପରେ...

ଡିଏଭି ଜୋନାଲ ଶୁଟିଂ, ରୋଲର ସ୍କେଟିଂ ମିଟ୍‌

ଭୁବନେଶ୍ୱର, ୨୫।୧୦(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୮ ଡିଏଭି ସ୍କୁଲ ଆନୁକୂଲ୍ୟରେ ଜୋନାଲ ମିଟ୍‌ର ବନ୍ଧୁକ ଚାଳନା ଓ ରୋଲର ସ୍କେଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଓଡ଼ିଶା ରାଇଫଲ...

୪୯ ବର୍ଷ ପରେ ଆଥ୍‌ଲେଟ୍‌ଙ୍କୁ ମିଳିଲା ସମ୍ମାନ

ଟୋକିଓ,୨୩।୭: ୧୯୭୨ ମ୍ୟୁନିକ୍‌ ଅଲିମ୍ପିକ୍ସରେ ଇସ୍ରାଏଲର ୯ ଜଣ ଆଥ୍‌ଲେଟଙ୍କୁ ହତ୍ୟା କରିଥିଲା ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ‘ବ୍ଲାକ ସେପ୍ଟେମ୍ବର’। ଏହି  ଆଥ୍‌ଲେଟଙ୍କ ପାଇଁ ଶୁକ୍ରବାର...

ହାମିଲଟନଙ୍କୁ ପୋଲ୍‌ ପୋଜିିଶନ

ଇମୋଲା (ଇଟାଲି), ୧୭ା୪-ରବିବାର ହେବାକୁ ଥିବା ଇମିଲିଆ ରୋମାଗ୍ନା ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ...

୭ଟାରେ ପଡ଼ିବ ଟସ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ହାଇଦ୍ରାବାଦ- କୋଲକାତା ଲଢ଼େଇ

ମୁମ୍ବାଇ,୧୫।୪: ଆଇପିଏଲ୍‌ ୨୦୨୨ର ୨୫ତମ ମୁକାବିଲା ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ପ୍ରାରମ୍ଭିକ ମ୍ୟାଚ୍‌ରେ ପରାଜୟ ସତ୍ତ୍ୱେ କେନ୍‌...

‘ନୂଆ ନିୟମ ବ୍ୟାଟ୍ସମ୍ୟାନଙ୍କୁ ସୁହାଉଛି’

ଚେନ୍ନାଇ, ୧୭।୫: ବର୍ତ୍ତମାନ ପ୍ରଚଳିତ ଏକଦିବସୀୟ କ୍ରିକେଟ ନିୟମକୁ ନେଇ ଅନେକ ସମୟରେ ଚର୍ଚ୍ଚା ହେଉଛି। ସାମ୍ପ୍ରତିକ ନିୟମ ବୋଲରଙ୍କ ଅପେକ୍ଷା ବ୍ୟାଟ୍ସମ୍ୟାନଙ୍କୁ ଅଧିକ ସୁହାଉଛି...

ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର

ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍‌ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର...

Advertisement
Archives

Model This Week