Posted inଖେଳ

IND vs ENG: ଭାରତର ସ୍କୋର ୧୭୦ ରନ୍‌ ପାର୍‌, ଅର୍ଦ୍ଧ ଶତକଠାରୁ ଅଳ୍ପ ଦୂରରେ ରାହୁଲ, ଯଶସ୍ବୀ-ଶୁବମନ ଆଉଟ୍‌

ହାଇଦ୍ରାବାଦ,୨୬।୧: ହାଇଦ୍ରାବାଦରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟର ଆଜି ଦ୍ୱିତୀୟ ଦିନରେ ମ୍ୟାଚ ଜାରି ରହିଛି। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ ଏହାର ପ୍ରଥମ ଇନିଂସରେ ୨୪୬ ରନ୍‌ କରିଥିଲା। ଗୁରୁବାର ଖେଳ ଶେଷ ହେବା ବେଳକୁ ଭାରତ ଗୋଟିଏ ଉଇକେଟ୍‌ ହରାଇ ୧୧୯ରନ ସଂଗ୍ରହ କରିଥିଲା ଏବଂ ଆଜି ଦଳ ଏହାଠାରୁ ଆଗକୁ ଖେଳୁଛି।

ବର୍ତ୍ତମାନ ପର୍ଯ୍ୟନ୍ତ ଦଳ ତିନି ଉଇକେଟ୍‌ ହରାଇ ଭାରତ ୧୭୯ ରନ୍‌ ସଂଗ୍ରହ କରିଛି। କେ ଏଲ ରାହୁଲ ୪୨ ରନ୍‌ ଏବଂ ଶ୍ରେୟାସ ଆୟର ଚାରି ରନ ସହ କ୍ରିଜରେ ଅଛନ୍ତି। ରାହୁଲ ତାଙ୍କ ଟେଷ୍ଟ କ୍ୟାରିୟରର ଚତୁର୍ଦ୍ଦଶ ଅର୍ଦ୍ଧ ଶତକଠାରୁ ଆଠ ରନ୍‌ ଦୂରରେ ଅଛନ୍ତି। ଇଂଲଣ୍ଡ ସ୍କୋରକୁ ଦେଖିଲେ ଭାରତ ଏବେ ୬୭ ରନ୍‌ ପଛରେ ରହିଛି ଟିମ ଇଣ୍ଡିଆ ଏକ ବଡ଼ ଅଗ୍ରଣୀ ନେବାକୁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri