Posted inଖେଳ

ଭାରତ-ଇଂଲଣ୍ଡ ମଧ୍ୟ ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍‌ ଜିତିଲା ଇଂଲଣ୍ଡ

ଲଣ୍ଡନ,୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ନଟିଂହାମର ଟ୍ରେଣ୍ଟ ବ୍ରିଜରେ ଖେଳାଯାଉଥିବା ଏହି ଟେଷ୍ଟରେ ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତି ନେଇଛି। ଏହି ସିରିଜ ସହିତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଆରମ୍ଭ ହେବ। ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବିଜୟ ସହ ସିରିଜ ଆରମ୍ଭ କରିବାକୁ ଚାହୁଁଛି।

ଦୁଇ ଦଳ
ଭାରତ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ଚେତେଶ୍ୱର ପୂଜାରା, ଅଜିଙ୍କେ ରାହାନେ, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଜସପ୍ରୀତ ବୁମ୍‌ରା, ମହମ୍ମଦ ସିରାଜ, ଶାର୍ଦ୍ଦୁଲ ଠାକୁର, ଲୋକେଶ ରାହୁଲ, ମହମ୍ମଦ ସାମି

ଇଂଲଣ୍ଡ: ଜୋ ରୁଟ (ଅଧିନାୟକ), ରୋରୀ ବର୍ନସ, ଡୋମିନିକ ସିବଲି, ଜ୍ୟାକ କ୍ରାଉଲି, ଜନି ବେୟାରଷ୍ଟୋ, ଡାନିଏଲ ଲରେନ୍ସ, ଜୋସ ବଟଲର୍‌, ସାମ କରନ, ଓଲି ରବିନ୍ସନ, ଷ୍ଟୁଆର୍ଟ ବ୍ରଡ, ଜେମ୍ସ ଆଣ୍ଡରସନ


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri