Posted inଖେଳ

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ବିରାଟବାହିନୀ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୁଣେ,୨୨।୩: ଇଂଲଣ୍ଡ ବିପକ୍ଷ ଟେଷ୍ଟ ଏବଂ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ଏକଦିବସୀୟ ସିରିଜ୍‌ ଉପରେ ନଜର ରଖିଛି। ମାର୍ଚ୍ଚ ୨୩ ରୁ ୨୮ ପର୍ଯ୍ୟନ୍ତ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଦୁଇ ଦଳ ତିନୋଟି ଦିନିକିଆ ଖେଳାଯିବ। ଏକଦିବସୀୟ ଦଳରେ ଇଂଲଣ୍ଡ ଆଇସିସି ର଼୍ୟାଙ୍କିଙ୍ଗରେ ଏକ ନମ୍ବର ଏବଂ ଭାରତୀୟ ଦଳ ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ପରିସ୍ଥିତିରେ ଦୁନିଆର ଏହି ଦୁଇ ଶ୍ରେଷ୍ଠ ଦଳ ମଧ୍ୟରେ ଅନେକ ତାରକା ଖେଳାଳିଙ୍କ ମଧ୍ୟରେ ୫୦-୫୦ ଓଭର ମ୍ୟାଚରେ ଏକ କଡା ଟକ୍କର ଦେଖିବାକୁ ମିଳିବ।ଭାରତୀୟ ଦଳ ଏହି ସିରିଜ ଜିତିବାକୁ ଏବଂ ସମସ୍ତ ତିନୋଟି ଫର୍ମାଟରେ ଇଂଲଣ୍ଡ ବିପକ୍ଷରେ କ୍ଲିନ୍‌ ସୁଇପ କରିବାକୁ ଚାହୁଁଥିବାବେଳେ ଇଂଲଣ୍ଡ ଦଳ ପୂର୍ବ ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ।

ଏକଦିବସୀୟର ସିରିଜର କାର୍ଯ୍ୟସୂଚୀ
୨୩ ମାର୍ଚ୍ଚ ୧.୩୦ ଅପରାହ୍ନରେ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ପୁଣେ
୨୬ ମାର୍ଚ୍ଚ ୧.୩୦ ଅପରାହ୍ନରେ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ପୁଣେ
୨୮ ମାର୍ଚ୍ଚ ୧.୩୦ ଅପରାହ୍ନରେ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ପୁଣେ

କେଉଁ ଚ୍ୟାନେଲ ପ୍ରସାରଣ ହେବ?
ଭାରତୀୟ ମାଟିରେ ସମସ୍ତ ମ୍ୟାଚର ପ୍ରସାରଣ ଅଧିକାର ଷ୍ଟାର୍‌ ନେଟୱାର୍କ ପାଇଛି। ତେଣୁ ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟ ୧ HD / SD ଏବଂ ଷ୍ଟାର୍‌ ସ୍ପୋର୍ଟସ ୩ HD / SDରେ ଲାଇଭ ହେବ। ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ। ଡିଜିଟାଲ ମାଧ୍ୟମରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜ୍‌ନି ହଟଷ୍ଟାରରେ ଦେଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri