Posted inଖେଳ

ଟସ୍‌ ଜିତି ଟିମ୍‌ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି, ବର୍ଷା ଯୋଗୁ ଅଟକିଛି ମ୍ୟାଚ୍‌

ଗୁଆହାଟି,୩୦।୯: ଆଇସିସି ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଇଂଲଣ୍ଡକୁ ଭେଟିବ ଭାରତ। ଶନିବାର ଖେଳାଯିବାକୁ ଥିବା ଏହି ମୁକାବିଲାରେ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ବର୍ଷା ହେବା କାରଣରୁ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଆରମ୍ଭ ହୋଇପାରିନାହିଁ।

ପ୍ରକାଶ ଯେ, ତେବେ ବିଶ୍ୱକପ ପୂର୍ବରୁ ସମସ୍ତ ୧୦ଟି ଦଳ ୨-୨ ୱାର୍ମଅପ ମ୍ୟାଚ ଖେଳିବେ। ୨୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ୱାର୍ମଅପ ମ୍ୟାଚ ୩ ଅକ୍ଟୋବର ପର୍ଯ୍ୟନ୍ତ ଖେଳାଯିବ। ପ୍ରଥମ ଏବଂ ଶେଷ ଦିନରେ ୩-୩ ମ୍ୟାଚ ହେବ, ଅବଶିଷ୍ଟ ଦୁଇ ଦିନରେ ୨-୨ ମ୍ୟାଚ ଖେଳାଯିବ।

ଭାରତ ୱାର୍ମଅପ ମ୍ୟାଚରେ ଇଂଲଣ୍ଡ ଏବଂ ନେଦରଲାଣ୍ଡକୁ ଭେଟିବ। ଭାରତର ପ୍ରଥମ ମ୍ୟାଚ ଶନିବାର ଖେଳାଯାଉଥିବା ବେଳେ ଦ୍ୱିତୀୟ ମ୍ୟାଚ ଅକ୍ଟୋବର ୩ରେ ହେବ। ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ଅପରାହ୍ନ ୨ଟାରୁ ଆରମ୍ଭ ହେବ।

ଭାରତର ସ୍କ୍ବାର୍ଡ: ରୋହିତ ଶର୍ମା(ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା(ଉପଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟାସ ଆୟର, କେଏଲ୍‌ ରାହୁଲ, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ଜସପ୍ରିତ ବୁମ୍‌ରା, ମହମ୍ମଦ ସିରାଜ, କୁଳଦୀପ ଯାଦବ, ମହମ୍ମଦ ଶାମି, ରବିଚନ୍ଦ୍ରନ ଅଶ୍ୱିନ, ଈଶାନ କିଶନ, ସୂର୍ଯ୍ୟକୁମାର ଯାଦବ


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri