Posted inଖେଳ

ଟସ୍‌ ଜିତି ଟିମ୍‌ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି, ବର୍ଷା ଯୋଗୁ ଅଟକିଛି ମ୍ୟାଚ୍‌

ଗୁଆହାଟି,୩୦।୯: ଆଇସିସି ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଇଂଲଣ୍ଡକୁ ଭେଟିବ ଭାରତ। ଶନିବାର ଖେଳାଯିବାକୁ ଥିବା ଏହି ମୁକାବିଲାରେ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ବର୍ଷା ହେବା କାରଣରୁ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଆରମ୍ଭ ହୋଇପାରିନାହିଁ।

ପ୍ରକାଶ ଯେ, ତେବେ ବିଶ୍ୱକପ ପୂର୍ବରୁ ସମସ୍ତ ୧୦ଟି ଦଳ ୨-୨ ୱାର୍ମଅପ ମ୍ୟାଚ ଖେଳିବେ। ୨୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ୱାର୍ମଅପ ମ୍ୟାଚ ୩ ଅକ୍ଟୋବର ପର୍ଯ୍ୟନ୍ତ ଖେଳାଯିବ। ପ୍ରଥମ ଏବଂ ଶେଷ ଦିନରେ ୩-୩ ମ୍ୟାଚ ହେବ, ଅବଶିଷ୍ଟ ଦୁଇ ଦିନରେ ୨-୨ ମ୍ୟାଚ ଖେଳାଯିବ।

ଭାରତ ୱାର୍ମଅପ ମ୍ୟାଚରେ ଇଂଲଣ୍ଡ ଏବଂ ନେଦରଲାଣ୍ଡକୁ ଭେଟିବ। ଭାରତର ପ୍ରଥମ ମ୍ୟାଚ ଶନିବାର ଖେଳାଯାଉଥିବା ବେଳେ ଦ୍ୱିତୀୟ ମ୍ୟାଚ ଅକ୍ଟୋବର ୩ରେ ହେବ। ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ଅପରାହ୍ନ ୨ଟାରୁ ଆରମ୍ଭ ହେବ।

ଭାରତର ସ୍କ୍ବାର୍ଡ: ରୋହିତ ଶର୍ମା(ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା(ଉପଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟାସ ଆୟର, କେଏଲ୍‌ ରାହୁଲ, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ଜସପ୍ରିତ ବୁମ୍‌ରା, ମହମ୍ମଦ ସିରାଜ, କୁଳଦୀପ ଯାଦବ, ମହମ୍ମଦ ଶାମି, ରବିଚନ୍ଦ୍ରନ ଅଶ୍ୱିନ, ଈଶାନ କିଶନ, ସୂର୍ଯ୍ୟକୁମାର ଯାଦବ


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri