Posted inଖେଳ

ରୋହିତ ଶର୍ମା ଆଉଟ୍‌ ହେବା ପରେ ସେଲିବ୍ରେଶନ କଲେ ପନ୍ତ, ବୁମ୍‌ରା

ଲିସେଷ୍ଟର,୨୪।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଖେଳାଯାଉଥିବା ଅଭ୍ୟାସ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାରତର ଖେଳାଳିମାନେ ରୋହିତ ଶର୍ମାଙ୍କ ଆଉଟ୍‌ ପରେ ସେଲିବ୍ରେସନ କରୁଥିବା ଦେଖାଯାଇଥିଲା।
ଗ୍ରେସ ରୋଡରେ ଚାରି ଦିନିଆ ୱାର୍ମ ଅପ ମ୍ୟାଚରେ ଭାରତ ଲିସେଷ୍ଟରଶାୟାର୍‌ ବିପକ୍ଷରେ ଖେଳୁଛି। ଏହି ମ୍ୟାଚରେ ରିଷଭ ପନ୍ତ, ଜସପ୍ରୀତ ବୁମ୍‌ରା ଚେତେଶ୍ୱର ପୂଜାରା ଏବଂ ପ୍ରସିଦ୍ଧ କ୍ରିଷ୍ଣାଙ୍କ ପରି କିଛି ଭାରତୀୟ ଖେଳାଳି କାଉଣ୍ଟି ଲିସେଷ୍ଟରଶାୟାର୍‌ ପାଇଁ ଖେଳୁଛନ୍ତି। ତେଣୁ ରୋହିତ ଶର୍ମା ଲିସେଷ୍ଟରଶାୟାର୍‌ ଫାଷ୍ଟ ବୋଲର ରୋମାନ ୱାକରଙ୍କ ବଲ୍‌ରେ ଏକ ସଟ ମାରିବାକୁ ଚେଷ୍ଟା କରି ଆଉଟ ହୋଇଥିଲେ।
ଏହା ପରେ ଲିସେଷ୍ଟରଶାୟାର୍‌ ପାଇଁ ଖେଳୁଥିବା ରିଷଭ ପନ୍ତ, ବୁମ୍‌ରା, ଚେତେଶ୍ୱର ପୂଜାରା ରୋହିତ ଶର୍ମାଙ୍କ ଆଉଟ୍‌ ପରେ ସେଲିବ୍ରେଶନ କରୁଥିବା ଦେଖାଯାଇଥିଲା। ରୋହିତ ଶର୍ମା ତାଙ୍କ ଇନିଂସରେ ତିନି ଚୌକା ସହ ୨୫ ରନ କରି ଆଉଟ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri