Posted inଖେଳ

ଆଜି ଭାରତ-ନେପାଳ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ପାଲେକେଲ୍‌,୪।୯: ଏସିଆ କପ ୨୦୨୩ର ପଞ୍ଚମ ମ୍ୟାଚ ଭାରତ ଏବଂ ନେପାଳ ମଧ୍ୟରେ ଖେଳାଯିବ। ଗ୍ରୁପ ପର୍ଯ୍ୟାୟରେ ଟିମ ଇଣ୍ଡିଆ ପାଇଁ ଏହା ଦ୍ୱିତୀୟ ମ୍ୟାଚ ହେବ। ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳାଯାଇଥିଲା। ବର୍ଷା ଯୋଗୁ ପ୍ରଥମ ମ୍ୟାଚ ବାତିଲ ହେବା ପରେ ଭାରତୀୟ ଦଳ ଏକ ପଏଣ୍ଟ ପାଇଛି। ବର୍ତ୍ତମାନ ରୋହିତ ଏବଂ କମ୍ପାନୀ ଟୁର୍ଣ୍ଣାମେଣ୍ଟର ସୁପର- ୪ ପର୍ଯ୍ୟାୟ ଯୋଗ୍ୟତା ପାଇବା ପାଇଁ ନେପାଳ ବିପକ୍ଷରେ ଏକ ବିଜୟ ହାସଲ କରିବାକୁ ପଡିବ।
ଗ୍ରୁପ-ଏରୁ ପାକିସ୍ତାନ ସୁପର-୪ରେ ପ୍ରବେଶ କରିଛି। ଭାରତ ମଧ୍ୟ ଏହି ଦିଗକୁ ଦେଖିବ। ନେପାଳ ବିପକ୍ଷ ମ୍ୟାଚରେ ଟିମ ଇଣ୍ଡିଆ ମୁଖ୍ୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ବିନା ପଡ଼ିଆକୁ ନେବ। ବ୍ୟକ୍ତିଗତ କାରଣରୁ ବୁମରା ମୁମ୍ବାଇ ଫେରିଛନ୍ତି। ଏଭଳି ପରିସ୍ଥିତିରେ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ବୁମ୍‌ରାଙ୍କ ସ୍ଥାନରେ ନେପାଳ ବିପକ୍ଷରେ ଖେଳିପାରିବେ। ଆସନ୍ତୁ ଜାଣିବା କେତେବେଳେ, କେଉଁଠାରେ ଏବଂ କିପରି ଆପଣ ଭାରତ ଏବଂ ନେପାଳ ମଧ୍ୟରେ ଖେଳାଯିବାକୁ ମ୍ୟାଚ ଲାଇଭ ଦେଖିପାରିବେ।
ଭାରତ ଏବଂ ନେପାଳ ମଧ୍ୟରେ ଏହି ମ୍ୟାଚ ସେପ୍ଟେମ୍ବର ୪ରେ ପାଲେକେଲ୍‌ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ଅପରାହ୍ନ ୩ଟାରୁ ଆରମ୍ଭ ହେବ। ଟସ ରାତି ୨.୩୦ରେ ପଡିବ। ଏହି ମ୍ୟାଚ ଟିଭିରେ ଷ୍ଟାର ସ୍ପୋର୍ଟସ ନେଟୱାର୍କ ମାଧ୍ୟମରେ ସିଧା ପ୍ରସାରଣ ହେବ। ଏହାସହ ଡିଜ୍‌ନୀ ପ୍ଲସ ହଟଷ୍ଟାର୍‌ ମାଧ୍ୟମରେ ମାଗଣାରେ ସିଧା ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri