Posted inଖେଳ

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ବାଛିଥିବା ବେଳେ ଦଳରେ ଦୁଇଟି ପ୍ରମୁଖ ପରିବର୍ତ୍ତନ କରାଯାଇଛି। ସୁପର-୮ ପୂର୍ବରୁ ଏହି ମ୍ୟାଚ୍‌ ଭାରତ ପାଇଁ ଏକ ଅଭ୍ୟାସ ସଦୃଶ ହେବାକୁ ଯାଉଛି।

ସୁପର-୮ ପୂର୍ବରୁ ଦଳର ବେଞ୍ଚ୍ ଷ୍ଟ୍ରେନ୍ଥ ପରଖିବା ପାଇଁ ଅକ୍ଷର ପଟେଲ ଓ କୁଲଦୀପ ଯାଦବଙ୍କୁ ବିଶ୍ରାମ ଦିଆଯାଇଛି। ସେମାନଙ୍କ ସ୍ଥାନରେ ୱାଶିଂଟନ୍ ସୁନ୍ଦର ଚଳିତ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ଖେଳିବାକୁ ସୁଯୋଗ ପାଇଛନ୍ତି। ଅର୍ଶଦୀପ ସିଂ ପୁଣିଥରେ ଚୂଡ଼ାନ୍ତ ଏକାଦଶକୁ ଫେରିଛନ୍ତି।

ସେପଟେ ଗ୍ରୁପ୍‌-ଏର ଅନ୍ୟ ଏକ ମ୍ୟାଚ୍‌ରେ ପାକିସ୍ତାନ ନାମିବିଆକୁ ପରାସ୍ତ କରି ସୁପର-୮ରେ ପ୍ରବେଶ କରିବା ସହ ନେଦରଲାଣ୍ଡର ବିଶ୍ୱକପ୍‌ ଅଭିଯାନ ପ୍ରାୟତଃ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ସେନାରେ ବଢ଼ିବ ସ୍ଥାୟୀ କୋଟା!

ନୂଆଦିଲ୍ଲୀ,୬।୭: ‘ଅଗ୍ନିବୀର’ ଯୋଜନା ଦେଶର ସବୁଠାରୁ ଚର୍ଚ୍ଚିତ ସାମରିକ ପଦକ୍ଷେପ ମଧ୍ୟରୁ ଗୋଟିଏ। କିନ୍ତୁ ଏହା ଦେଶରେ ବହୁତ ବିରୋଧର ସମ୍ମୁଖୀନ ହୋଇଥିଲା। ଏହି ଯୋଜନା ଅଧୀନରେ…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍‌ ପଡ଼ିଆରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri