Posted inଖେଳ

ଆଜି ଭାରତ-ନେଦରଲାଣ୍ଡ୍ସ ମୁକାବିଲା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ବେଙ୍ଗାଲୁରୁ.୧୨।୧୧: ବିଶ୍ୱକପ୍‌ ୨୦୨୩ର ଶେଷ ଲିଗ୍‌ ମ୍ୟାଚ ଆଜି ଟିମ ଇଣ୍ଡିଆ ଏବଂ ନେଦରଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ଉଭୟ ଦଳ ପାଇଁ ଏକ ସାଧାରଣ ମ୍ୟାଚ୍‌ ଭଳି ହେବ। କାରଣ ଭାରତ ପୂର୍ବରୁ ସେମିଫାଇପାଲରେ ପହଞ୍ଚିସାରିଥିବାବେଳେ ନେଦରଲାଣ୍ଡ ବିଶ୍ୱକପ୍‌ରୁ ବିଦା ହୋଇସାରିଛି। ଏହି ମ୍ୟାଚ ଭାରତ ପାଇଁ ସେମିଫାଇନାଲ ପୂର୍ବରୁ ଏକ ଅଭ୍ୟାସ ମ୍ୟାଚ୍‌ ଭଳି ହେବ। ଏହି ମ୍ୟାଚରେ ଭାରତ କ୍ରମାଗତ ଭାବରେ ଖେଳୁଥିବା ତାଙ୍କର ଜଣେ କିମ୍ବା ଦୁଇଜଣ ବୋଲରଙ୍କୁ ବିଶ୍ରାମ ଦେଇପାରେ।
ଏହି ମ୍ୟାଚ୍‌ ଭାରତୀୟ ସମୟ ଦିନ ୨ଟାରୁ ଆରମ୍ଭ ହେବ। ଟସ୍‌ ୧.୩୦ରେ ହେବ। ଷ୍ଟାର ସ୍ପୋର୍ଟରେ ଏହି ମ୍ୟାଚ୍‌ର ସିଧା ପ୍ରସାରଣ ହେବ। ଅନଲାଇନରେ ହଟ୍‌ଷ୍ଟାର ଡିଜ୍‌ନୀରେ ମ୍ୟାଚ୍‌ର ସିଧା ପ୍ରସାରଣ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri