Posted inଖେଳ

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ରାଞ୍ଚି,୨୭।୧:ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନୋଟି ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆଜି ରାଞ୍ଚିରେ ଖେଳାଯିବ। ଉଭୟ ଦଳ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସିରିଜରେ ଭାରତୀୟ ଦଳର ଅଧିନାୟକତ୍ୱ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ହାତରେ ଥିବାବେଳେ ନ୍ୟୁଜିଲାଣ୍ଡର ଦାୟିତ୍ୱ ମିଚେଲ ସାଣ୍ଟନର୍‌ ନେବେ।
ଟି-୨୦ ବିଶ୍ୱକପ ପରେ ଭାରତୀୟ ଦଳ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ କୌଣସି ଟି-୨୦ ସିରିଜ ହାରି ନାହିଁ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷରେ ମଧ୍ୟ ଏହି ବିଜୟ ଧାରା ବଜାୟ ରଖିବାକୁ ଚାହୁଁଛନ୍ତି।
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏପର୍ଯ୍ୟନ୍ତ ମୋଟ ୨୨ ଟି-୨୦ ମ୍ୟାଚ ଖେଳାଯାଇଛି। ଏଥିମଧ୍ୟରୁ ଭାରତ ୧୦ଟି ଜିତିଥିବାବେଳେ କିୱି ଦଳ ୯ଟି ମ୍ୟାଚ ଜିତିଛି। ତିନୋଟି ମ୍ୟାଚ ରଦ୍ଦ ହୋଇଛି।
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ଭାରତୀୟ ସମୟ ଅପରାହ୍ନ ୭.୦୦ରେ ଆରମ୍ଭ ହେବ। ଟସ ମ୍ୟାଚର ଅଧ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ୬.୩୦ଟାରେ ହେବ। ଏହି ମ୍ୟାଚ୍‌ର ସିଧା ପ୍ରସାରଣ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ପ୍ରସାରଣ ହେବ। ଏହା ବ୍ୟତୀତ ମ୍ୟାଚ ଡିଡି ସ୍ପୋର୍ଟସରେ ସିଧା ପ୍ରସାରଣ ହେବ। ଡିଜନୀ ହଟଷ୍ଟାର୍‌ରେ ମଧ୍ୟ ଦର୍ଶକ ଅନଲାଇନ ଷ୍ଟ୍ରିମିଂ ମାଧ୍ୟମରେ ମ୍ୟାଚ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri