Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି-୨୦: ଭାଙ୍ଗିଲା ପୁରୁଣା ରେକର୍ଡ

ଲକ୍ଷ୍ନୌ,୩୦।୧: ଲକ୍ଷ୍ନୌରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୬ ଉଇକେଟରେ ଜିତିଛି। ପ୍ରଥମେ ନ୍ୟୁଜିଲାଣ୍ଡ ବ୍ୟାଟିଂ କରି ମାତ୍ର ୯୯ ରନ ସ୍କୋର କରିପାରିଥିଲା। ତେବେ ୧୦୦ ରନ୍‌ର ଟାର୍ଗେଟକୁ ପିଛା କରି ଟିମ ଇଣ୍ଡିଆକୁ ବହୁ ସଂଘର୍ଷ କରିବାକୁ ପଡିଥିଲା ଏବଂ ଶେଷ ବଲରେ ବିଜୟ ହାସଲ କରିଥିଲା। ୨୦ ଓଭରର ଚତୁର୍ଥ ବଲରେ ଚାରିଟି ଛକା ମାରି ସୂର୍ଯ୍ୟକୁମାର ଯାଦବ ଟିମ ଇଣ୍ଡିଆକୁ ବିଜୟ ପ୍ରଦାନ କରିଥିଲେ।
ଏହି ଟି-୨୦ ମ୍ୟାଚରେ ସମୁଦାୟ ୩୯.୯ ଓଭର ଅର୍ଥାତ୍‌ ୨୩୯ ବଲ ଖେଳାଯାଇଥିଲା। ନ୍ୟୁଜିଲାଣ୍ଡ ପ୍ରଥମ ୨୦ ଓଭରରେ ୮ ଉଇକେଟ ହରାଇ ୯୯ ରନ ସଂଗ୍ରହ କରିଥିଲା। ଏହା ପରେ ଭାରତ ୧୯.୫ ଓଭରରେ ଜିତିଥିଲା। ତେବେ ୨୩୯ ବଲ ଖେଳରେ ଗୋଟିଏ ବି ଛକା ମାରି ନ ଥିଲା। ଅନ୍ତର୍ଜାତୀୟ ଟି-୨୦ରେ ପ୍ରଥମ ଥର ୨୩୯ ବଲ ପର୍ଯ୍ୟନ୍ତ କୌଣସି ଛଅଟି ଛକା ହୋଇନାହିଁ। ଏହାପୂର୍ବରୁ, ୨୦୨୧ରେ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମିରପୁରରେ ଖେଳାଯାଇଥିବା ଟି-୨୦ ମ୍ୟାଚରେ ୨୩୮ ବଲ ଖେଳରେ କୌଣସି ଛକା ଛକା ମାରି ନ ଥିଲା।

୨୩୯ ବଲ – ଭାରତ ବନାମ ନ୍ୟୁଜିଲାଣ୍ଡ, ଲକ୍ଷ୍ନୌ,୨୦୨୩
୨୩୮ ବଲ – ବାଂଲାଦେଶ ବନାମ ନ୍ୟୁଜିଲାଣ୍ଡ, ମିରପୁର, ୨୦୨୧
୨୨୩ ବଲ – ଇଂଲଣ୍ଡ ବନାମ ପାକିସ୍ତାନ, କାର୍ଡିଫ, ୨୦୧୦
୨୦୭ ବଲ-ଶ୍ରୀଲଙ୍କା ବନାମ ଭାରତ, କଲମ୍ବୋ, ୨୦୨୧


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri