Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲକ୍ଷ୍ନୌ,୬।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆଜିଠାରୁ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବ। ଭାରତର ତାରକା ଖେଳାଳିମାନେ ଏହି ସିରିଜରେ ଖେଳୁ ନାହାଁନ୍ତି। ଏହି ସିରିଜରେ ଶିଖର ଧାୱନ ଟିମ ଇଣ୍ଡିଆର ଅଧିନାୟକ ହେବେ ଏବଂ ସେ ଯୁବ ଖେଳାଳିଙ୍କ ସହ ଭାରତକୁ ଜିତାଇବାକୁ ଚେଷ୍ଟା କରିବେ। ଏହି ସିରିଜରେ ଦକ୍ଷିଣ ଆଫ୍ରିକା ମଧ୍ୟ ସେମାନଙ୍କର ମୁଖ୍ୟ ଦଳ ସହିତ ଖେଳିବ। ଏଭଳି ପରିସ୍ଥିତିରେ ଭାରତର ଯୁବ ଖେଳାଳି ଏବଂ ଦକ୍ଷିଣ ଆଫ୍ରିକାର ଶକ୍ତିଶାଳୀ ଦଳ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳେ।
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଇନ୍ଦୋରରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ଅନୁସାରେ ଦିନ ୧.୩୦ରୁ ଆରମ୍ଭ ହେବ। ଟସ୍‌ ଦିନ ୧.୦୦ରେ ପଡିବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ପୁଣି ଯୁକ୍ତିତର୍କ କରି ଚର୍ଚ୍ଚାରେ କୋହଲି; ଭିଡିଓରେ ଦେଖନ୍ତୁ ପୁରା ଘଟଣା

ପର୍ଲ,୨୦।୧: ବିରାଟ କୋହଲି ଆଉ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ନାହାନ୍ତ ସତ କିନ୍ତୁ ପଡ଼ିଆରେ ତାଙ୍କ ଆକ୍ରୋଶ ଅକ୍ଷୁର୍ଣ୍ଣ ରହିଛି। ନିକଟରେ ଷ୍ଟମ୍ପ...

ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍‌ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍‌) ଶନିବାର...

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୫।୨: ଟି-୨୦ ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଆଜି ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ପଡିଆକୁ ଓହ୍ଲାଇଛି।...

ଏମିତି କାମ କରି ହୃଦୟ ଜିତିଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ୟୁଏଇ,୨୯।୯: ଆଇପିଏଲ ୨୦୨୧ର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ଖେଳାଯାଇଥିବା ୪୨ତମ ମ୍ୟାଚ ସମୟରେ କ୍ରୀଡ଼ା ଭାବନାର ଏକ ବଡ଼ ଉଦାହରଣ ଦେଖିବାକୁ...

କିଛି ମିନିଟ୍‌ ମଧ୍ୟରେ ବିକ୍ରି ହୋଇଗଲା ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୫।୯: ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ...

ଫିଫା ର଼୍ୟାଙ୍କିଙ୍ଗ୍ସରେ ଭାରତ ଦୁଇ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୩।୬: ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଫିଫା ବିଶ୍ୱ ର଼୍ୟାଙ୍କିଙ୍ଗ୍ସରେ ଭାରତ ଉପରକୁ ଉଠିଛି। ପୂର୍ବରୁ ୧୦୬ତମ ସ୍ଥାନରେ ଥିବା ଭାରତ...

ଆଇସିସି ନିୟମ ଭାଙ୍ଗିଛନ୍ତି ୧୯ ବର୍ଷରୁ କମ୍‌ ବିଶ୍ୱକପ ଚାମ୍ପିୟନ ଦଳର ୩ ଖେଳାଳି

ଦୁବାଇ,୧୧।୨- ଦକ୍ଷିଣ ଆଫ୍ରିକାର ପୋଚେଫ୍ସଷ୍ଟ୍ରୁମଠାରେ ରବିବାର ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ୩ ବାଂଲାଦେଶୀ ଓ ଦୁଇ ଭାରତୀୟ ଖେଳାଳି ଆଇସିସି କୋଡ୍‌...

ସେମିରେ ହାରିବା ପରେ ବ୍ରୋଞ୍ଜ ପାଇଁ ଲଢିବେ ସିନ୍ଧୁ

ଟୋକିଓ,୩୧।୭: ଟୋକିଓ ଅଲିମ୍ପିକ୍ସରେ ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ଭାରତ ପାଇଁ ଆସିଛି ନିରାଶ ଖବର। ଶନିବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନ ସେମିଫାଇନାଲରେ ପରାଜିତ ହୋଇଛନ୍ତି...

Advertisement
Archives

Model This Week