Posted inଖେଳ

ଆଜି ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୯।୬: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ମୁକାବିଲାରୁ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଅଧିନାୟକ ରୋହିତ ଶର୍ମାଙ୍କୁ ଆରାମ ଦିଆଯାଇଥିବା ବେଳେ ଋଷଭ ପନ୍ତଙ୍କ ଏହି ଦାୟିତ୍ୱ ତୁଲାଇବେ। ସେହିଭଳି ହାର୍ଦ୍ଧିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ କରାଯାଇଛି। ତେବେ ଆସନ୍ତୁ ଜାଣିବା ଏହି ମ୍ୟାଚ୍‌କୁ କେବେ, କେଉଁଠି ଆଉ କେତେବେଳେ ଦେଖିଲେ।

-କେବେ ଖେଳାଯିବ?
ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମୁକାବିଲା ଗୁରୁବାର ଅର୍ଥାତ ଜୁନ୍‌ ୯ରେ ଖେଳାଯିବ।

-କେଉଁଠି ଖେଳାଯିବ?
ଏହି ମୁକାବିଲା ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟରେ ଖେଳାଯିବ। ମ୍ୟାଚ୍‌ ସନ୍ଧ୍ୟା ୭ଟାରୁ ଆରମ୍ଭ ହେବ। ୬.୩୦ରେ ଟସ୍‌ ପଡ଼ିବ।

-ଲାଇଭ୍‌ କେଉଁଠି ପ୍ରସାରିତ ହେବ?
ଏହି ପ୍ରଥମ ମୁକାବିଲା ଷ୍ଟାର ସ୍ପୋଟ୍ସ ୧, ଷ୍ଟାର ସ୍ପୋଟ୍ସ ୧ ଏଚ୍‌ଡି, ଷ୍ଟାର ସ୍ପୋଟ୍ସ ୨, ଷ୍ଟାର ସ୍ପୋଟ୍ସ ୨ ଏଚ୍‌ଡି ଏବଂ ଷ୍ଟାର ସ୍ପୋଟ୍ସ ହିନ୍ଦୀ ଏଚ୍‌ଡିରେ ପ୍ରସାରିତ ହେବ। ଅନଲାଇନ୍‌ରୁ ମଧ୍ୟ ସ୍କୋର ଦେଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri