Posted inଖେଳ

ଆଜିଠାରୁ ଦକ୍ଷିଣ ଆଫ୍ରିକା-ଭାରତ ଲଢ଼େଇ; ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ଲାଇଭ୍‌…

ନୂଆଦିଲ୍ଲୀ,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ଟେଷ୍ଟ ରବିବାରଠାରୁ ଆରମ୍ଭ ହେବ। ଭାରତ ବିରାଟ କୋହିଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବାକୁ ଥିବା ବେଳେ ଦକ୍ଷିଣ ଆଫ୍ରିକାର ନେତୃତ୍ୱ ନେବେ ଡିନ ଏଲଗାର।

ଅପରପକ୍ଷେ ଏହି ମ୍ୟାଚ୍‌ରେ ରୋହିତ ଶର୍ମା, ରବିନ୍ଦ୍ର ଜାଡେଜାଙ୍କ ଭଳି ଖେଳାଳିଙ୍କ ବିନା ଭାରତୀୟ ଦଳ ପଡ଼ିଆକୁ ଓହ୍ଲାଇବାକୁ ଯାଉଛି। କାରଣ ଆହତ କାରଣରୁ ଖେଳାଳିମାନେ ବାହାର ହୋଇଛନ୍ତି।  ଭାରତୀୟ ଦଳ ଏପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ମାଟିରେ କୌଣସି ଟେଷ୍ଟ ସିରିଜ୍‌ ଜିତି ନାହିଁ। ଏଣୁ ଏହି ସିରିଜ୍‌ ଜିତି ଭାରତ ଇତିହାସ ରଚିବ ବୋଲି ଆଶା କରାଯାଉଛି। ତେବେ ଆସନ୍ତୁ ଜାଣିବା ଭାରତ ଏବଂ ଦକ୍ଷିଣ ଆଫ୍ରିକାର ପ୍ରଥମ ଟେଷ୍ଟ ମ୍ୟାଚର ସିଧା ପ୍ରସାରଣ କେବେ ଏବଂ କେଉଁଠାରେ ଦେଖିପାରିବେ?

-କେବେ ଖେଳାଯିବ?
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ ୨୬ ଡିସେମ୍ବର (ରବିବାର)ଠାରୁ ଆରମ୍ଭ ହେବ।

-କେଉଁଠାରେ ଖେଳାଯିବ?
-ସେଞ୍ଚୁରିଅନର ସୁପରପୋର୍ଟ ପାର୍କ ଷ୍ଟାଡିୟମରେ ଏହି ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯିବ।

-କେଉଁ ସମୟରେ ଏହି ଟେଷ୍ଟ ମ୍ୟାଚ ଆରମ୍ଭ ହେବ?
ଭାରତୀୟ ସମୟାନୁଯାୟୀ ଅପରାହ୍ନ ୧:୩୦ ରେ ମ୍ୟାଚ୍‌ ଆରମ୍ଭ ହେବ ।

– କେଉଁ ଚ୍ୟାନେଲ ଏହି ମ୍ୟାଚକୁ ସିଧା ପ୍ରସାରଣ କରିବ?
ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କରେ ଆପଣ ଭାରତ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ ଲାଇଭ୍‌ ଦେଖିପାରିବେ।

-ଅନ୍‌ଲାଇନ୍‌ରେ ଲାଇଭ ଷ୍ଟ୍ରିମ କୁ କେଉଁଠାରେ ଦେଖିହେବ?
ଡିସ୍ନି ପ୍ଲସ ହଟଷ୍ଟାର୍‌ ଆପରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଲାଇଭ ଷ୍ଟ୍ରିମିଂ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?