Posted inଖେଳ

ଇତିହାସ ରଚିବାକୁ ପଡ଼ିଆକୁ ଓହ୍ଳାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

କେପଟାଉନ,୧୦।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ଜିତିଛି ଏବଂ ଦ୍ୱିତୀୟ ମ୍ୟାଚ ଦକ୍ଷିଣ ଆଫ୍ରିକା ଜିତିଛି। ତୃତୀୟ ମ୍ୟାଚ୍‌ ଦୁଇ ଦଳ ଜିତି ସିରିଜ୍‌ ହାତେଇବାକୁ ଚେଷ୍ଟା କରିବ। ଦକ୍ଷିଣ ଆଫ୍ରିକାରେ ଏପର୍ଯ୍ୟନ୍ତ ଭାରତ କୌଣସି ସିରିଜ ଜିତି ନାହିଁ। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ ଏଠାରେ ସିରିଜ ଜିତିବାକୁ ଚାହୁଁଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚର ଲାଇଭ ପ୍ରସାରଣକୁ କେବେ, କେଉଁଠାରେ ଏବଂ କିପରି ଦେଖିହେବ।

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ କେବେ ଖେଳାଯିବ?

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଜାନୁଆରୀ ୧୧ରୁ ଖେଳାଯିବ।

ଭାରତ ଏବଂ ଦକ୍ଷିଣ ଆଫ୍ରିକା କେଉଁଠାରେ ଖେଳାଯିବ?

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ କେପଟାଉନରେ ଖେଳାଯିବ।

ମ୍ୟାଚ କେଉଁ ସମୟ ଆରମ୍ଭ ହେବ?

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ ଭାରତୀୟ ସମୟ ଦିନ ୧.୩୦ରେ ଆରମ୍ଭ ହେବ।

କେଉଁଠାରେ ମ୍ୟାଚର ଲାଇଭ ପ୍ରସାରଣ ଦେଖିବେ?

ମ୍ୟାଚର ସିଧା ପ୍ରସାରଣ ଷ୍ଟାର ସ୍ପୋର୍ଟସ ନେଟୱାର୍କର ଚ୍ୟାନେଲରେ ବିଭିନ୍ନ ଭାଷାରେ ଦେଖିବାକୁ ମିଳେ। ଏହି ମ୍ୟାଚ ହିନ୍ଦୀ/ଇଂରାଜୀ ବ୍ୟତୀତ ଆଞ୍ଚଳିକ ଭାଷାରେ ପ୍ରସାରିତ ହେବ।

ମ୍ୟାଚର ଅନଲାଇନ ଷ୍ଟ୍ରିମିଂ କେମିତି ଦେଖିବେ?

ଲାଇଭ ଷ୍ଟ୍ରିମିଂ ସବସ୍କ୍ରିପସନ ସହିତ ଡିଜ୍‌ନୀ + ହଟଷ୍ଟାରରେ ମ୍ୟାଚ ଅନଲାଇନରେ ଦେଖାଯାଇପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri