Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ

ନୂଆଦିଲ୍ଲୀ, ୧୬।୬: ରବିବାର ୩ ମ୍ୟାଚ୍‌ ସିରିଜ୍‌ ବିଶିଷ୍ଟ ୱାନ୍‌ଡେ ଇଣ୍ଟରନ୍ୟାସନାଲର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରର ଏମ୍‌ ଚିନ୍ନାସ଼୍ବାମୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ । ଭାରତ ଏବଂ ଦକ୍ଷିଣ ଆଫ୍ରିକାର ମହିଳା କ୍ରିକେଟ୍‌ ଟିମ୍‌ ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ । ଦୁଇ ଟିମ୍‌ ଏହି ସିରିଜ୍‌ ଜରିଆରେ ବାଂଲାଦେଶରେ ଅକ୍ଟୋବର ମାସରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ଼୍ବକପ୍‌ ୨୦୨୪ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ କରିବେ । ହରମନ୍‌ପ୍ରୀତ୍‌ କୌରଙ୍କ ଅଧିନାୟକତ଼୍ବରେ ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ ଚଳିତ ବର୍ଷ ଜାନୁଆରୀ ମାସରେ ୱାନ୍‌ଡେ ଓ ଟି-୨୦ରେ ଅଷ୍ଟ୍ରେଲିଆ ଠାରୁ ହାରି ଯାଇଥିଲା । ଏହାପରେ ଭାରତୀୟ ଟିମ୍‌ ବାଂଲାଦେଶକୁ ତାର ଘରୋଇ ମାଟିରେ ଟି-୨୦ ସିରିଜ୍‌କୁ ୫-୦ରେ ପରାସ୍ତ କରିଥିଲା । ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଏହି ସଫଳତା ବଜାୟ ରଖିବାକୁ ଚେଷ୍ଟା କରିବା ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri